ନୂଆଦିଲ୍ଲୀ : ବିଶ୍ବର ସବୁଠାରୁ ପ୍ରତିଭାଶାଳୀ ଛାତ୍ରୀ ତାଲିକାରେ ସ୍ଥାନ ପାଇଛନ୍ତି ଭାରତୀୟ ଆମେରିକୀୟ ଛାତ୍ରୀ ନତାଶା ପେରୀ । ୮୪ଟି ରାଷ୍ଟ୍ରର ୧୯ ହଜାର ଛାତ୍ରଛାତ୍ରୀଙ୍କୁ ନେଇ ହୋଇଥିବା ଆକଳନରେ ଏହି ସଫଳତା ହାସଲ କରିଛନ୍ତି ୧୧ ବର୍ଷ ବୟସ୍କା ନତାଶା । ଆମେରିକାର ଜନ୍ ହପକିନସ ସେଣ୍ଟର ଫର ଟାଲେଣ୍ଟେଡ୍ ୟୁଥ୍ ପକ୍ଷରୁ ହୋଇଥିବା ଆକଳନରେ ନତାଶା ଏହି ଗୌରବ ହାସଲ କରିଛନ୍ତି । ଜନ୍ ହପକିନ୍ସ ବିଶ୍ବବିଦ୍ୟାଳୟ ଅନ୍ତର୍ଗତ ଏହି ପ୍ରତିଷ୍ଠାନ ପକ୍ଷରୁ ସର୍ଭେ କରାଯାଇଥିଲା । ଏସଏଟି, ଏସିଟି ତଥା ଅନ୍ୟାନ୍ୟ ଟେଷ୍ଟରେ ଥେଲମା ଏଲ. ସ୍ୟାଣ୍ଡମିଅର ଏଲିମେଣ୍ଟାରୀ ସ୍କୁଲର ଛାତ୍ରୀ ନତାଶା ଶ୍ରେଷ୍ଠ ତାଲିକାରେ ସ୍ଥାନ ପାଇଥିଲେ ।
BREAKING NEWS
- UPI ଛାଡି ନଗଦ ମୁହାଁ ଲୋକେ? ଚାର୍ଜ ଲାଗିବା ଖବର ପରେ ସର୍ଭେରେ ବଡ ଖୁଲାସା, କ୍ୟାସ୍-କାର୍ଡକୁ ଫେରିବେ ୭୬%!
- ଚୌଦ୍ୱାର ଜେଲ୍ର ପୂର୍ବତନ ଅଧୀକ୍ଷକଙ୍କ ଜାମିନ ଆବେଦନ ଖାରଜ
- ଛାତ୍ର ସଂସଦ ନିର୍ବାଚନ ନେଇ ଚୂଡ଼ାନ୍ତ ହୋଇନି ନିଷ୍ପତ୍ତି: ମନ୍ତ୍ରୀ
- US Death Row: ଘାତକ ଇଂଜେକ୍ସନ ପରେ ବି ମୃତ୍ୟୁଦଣ୍ଡରୁ ବଂଚିଗଲେ କଏଦୀ, ଦଣ୍ଡାଦେଶ ସ୍ଥଗିତ
- ସମତା ଏକ୍ସପ୍ରେସରୁ ବିପୁଳ ପରିମାଣର ଗଞ୍ଜେଇ ଜବତ;୬ ଜଣ ମହିଳାଙ୍କୁ ବାନ୍ଧିଲା
- ଗଣେଶ ଭସାଣି ବେଳେ ଗଣ୍ଡଗୋଳ; ପଥରମାଡରେ ୬ ପୋଲିସ କର୍ମୀ ଆହତ
- UP Temple Case: ମନ୍ଦିର ମାଲିକାନା ପାଇଁ ମର୍ଡର
- ରାଜଧାନୀରେ ଲଜ୍ଜା, ବନ୍ଧୁକ ମୁନରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ
- ଗରମରେ ସିଝିବ ଅକ୍ଟୋବର! ଶକ୍ତିଶାଳୀ ଏଲ୍ ନିନୋ ନେଇ ଚିନ୍ତା…
- ମହାନଦୀ ଜଳ ବିବାଦକୁ ନେଇ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ- ବୈଠକରେ ଯାହା ନିଷ୍ପତ୍ତି ହେବ ମାନିବୁ

Comments are closed.