ଟୋକିଓ: ବ୍ରୋଞ୍ଜ ଜିତିଲେ ବଜରଙ୍ଗ । ଚଳିତ ଟୋକିଓ ଅଲିମ୍ପିକ୍ସର ରେସଲିଂ ଭାରତକୁ ଆଉ ଗୋଟିଏ ପଦକ ମିଳିଛି । ଦେଶର ଷ୍ଟାର ରେସଲର ବଜରଙ୍ଗ ପୁନିଆ ଆଜି ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଗତକାଲି ସେମିଫାଇନାଲରେ ହାରିଥିବା ବଜରଙ୍ଗ ଆଜି କାଜାଖସ୍ତାନର ଦୌଲେତ ନିୟାଜ ବେକୋଭଙ୍କୁ ୮-୦ରେ ପରାସ୍ତ କରିଛନ୍ତି।
ପୁରୁଷ ୬୫ କେଜି ଫ୍ରିଷ୍ଟାଇଲ୍ ସେମିଫାଇନାଲରେ ଭାରତର ଷ୍ଟାର୍ ରେସଲର୍ ବଜରଙ୍ଗ ପୁନିଆ ସେମିରେ ଆଜରବାଇଜାନର ହାଜି ଅଲିୟେଭଙ୍କ ନିକଟରୁ ୧୨-୫ ପଏଣ୍ଟରେ ହାରିଥିଲେ। କିନ୍ତୁ ଆଜି ସେ ଜବରଦସ୍ତ କମବ୍ୟାକ୍ କରି ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଏହି ବିଜୟ ସହ ଚଳିତ ଅଲିମ୍ପିକ୍ସରେ ଭାରତର ପଦକ ସଂଖ୍ୟା ୬ରେ ପହଞ୍ଚିଛି।
BREAKING NEWS
- ୩ ବରିଷ୍ଠ ଆଇଏଏସଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର
- ଅଷ୍ଟ୍ରେଲିଆନ ଓପନ ଟେନିସ: ର୍ୟାବକିନା ଜିତିଲେ ମହିଳା ସିଙ୍ଗଲ୍ସ ଟାଇଟଲ
- ଇରାନରେ ଜୋରଦାର ବିସ୍ଫୋରଣ; ପୋର୍ଟ ଓ ଆବାସିକ କୋଠା କ୍ଷତିଗ୍ରସ୍ତ…
- ୧୦ ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁର; ନିର୍ମାଣ ହେବ ପ୍ରତିରକ୍ଷା ଏବଂ ଏରୋସ୍ପେସ ସାମଗ୍ରୀ
- ମୋଦିଙ୍କ ଗସ୍ତ ପୂର୍ବରୁ ବୋମା ଧମକ, ଆଲର୍ଟରେ ପ୍ରଶାସନ…
- ଆଇଏଫଏସ ଅଧିକାରୀ କେ.ମୁରୁଗେସାନ୍ ହେଲେ ନୂଆ ପିସିସିଏଫ
- Puri Drowning: ଚକ୍ରତୀର୍ଥ ରୋଡ୍ ସମୁଦ୍ରରେ ବୁଡ଼ି ମାଆ,ପୁଅଙ୍କ ମୃତ୍ୟୁ; ଉଭୟ ଝାଡ଼ଖଣ୍ଡର…
- ହାତୀ ମୃତ୍ୟୁ ମାମଲା; ଏସିଏଫ ସୂର୍ଯ୍ୟକାନ୍ତ ବେହେରା ନିଲମ୍ବିତ
- ରଣଜୀ ଟ୍ରଫି: ଓଡିଶା ୨୨୧ ରନରେ ଅଗ୍ରଣୀ
- ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦିବଙ୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ର
Comments are closed.