କେନ୍ଦୁଝର : କେନ୍ଦୁଝର ଝୁମ୍ପୁରାରେ ମର୍ମନ୍ତୁଦ ଦୁର୍ଘଟଣା । ୨୦ ନମ୍ବର ଜାତୀୟ ରାଜପଥ ଅର୍ସଳା ନିକଟରେ ବାଇକ୍ ଆରୋହୀଙ୍କୁ ଧକ୍କା ଦେଇଛି ଟ୍ରକ । ଦୁର୍ଘଟଣାରେ ବାଇକରେ ଯାଉଥିବା ଦମ୍ପତିଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ତାପସ ଗିରି ଓ ତାଙ୍କ ପତ୍ନୀ କୁମୁଦିନୀ ଗିରି । ସେମାନଙ୍କ ଘର ଘଟଗାଁ ଥାନା କେତାଙ୍ଗ ଗ୍ରାମରେ ବୋଲି ଜଣାପଡିଛି । ପୋଲିସ ଦୁର୍ଘଟଣା ଘଟାଇଥିବା ଟ୍ରକକୁ ବାଲିବନ୍ଧ ନିକଟରୁ ଜବତ କରିଛି । ମଦ୍ୟପାନ କରି ଟ୍ରକ୍ ଚାଳକ ଦ୍ରୁତ ଗତିରେ ଗାଡି ଚଳାଉ ଥିବା କହିଛନ୍ତି ପ୍ରତ୍ୟକ୍ଷଦର୍ଶୀ ।
BREAKING NEWS
- ‘ଅପରେସନ ସିନ୍ଦୁର’ କଥା ପୁଣି ଦୋହରାଇଲେ ଟ୍ରମ୍ପ: କହିଲେ- ଟାରିଫ୍ ଧମକ ଦେବାରୁ ଟଳିଲା ଭାରତ-ପାକିସ୍ତାନର ପରମାଣୁ ଯୁଦ୍ଧ
- ମହାନଦୀରେ ମାଡ଼ି ଆସୁଛି ବନ୍ୟା, ସୁରକ୍ଷିତ ସ୍ଥାନ ଯିବାକୁ ନଦୀକୂଳିଆ ଲୋକଙ୍କୁ ସରକାରଙ୍କ ଅପିଲ୍
- ମାସର ପ୍ରଥମ ଦିନରୁ ଖୁସି ଖବର: ଶସ୍ତା ହେଲା LPG ସିଲିଣ୍ଡର
- ରାଷ୍ଟ୍ରପତି ଭବନରେ ନିଜର ଅଭିନବ ଉତ୍ପାଦ ପ୍ରଦର୍ଶନ କଲେ ଓଡ଼ିଶାର ୩ ଷ୍ଟାର୍ଟଅପ୍
- ଚାରିଦିନିଆ ଓଡ଼ିଶା ଗସ୍ତରେ ବିହାରର କ୍ରୀଡ଼ା ମନ୍ତ୍ରୀ;ଉଚ୍ଚସ୍ତରୀୟ କ୍ରୀଡ଼ା ଭିତ୍ତିଭୂମିର ପରିଚାଳନା ବିଷୟରେ ଜାଣିବା ପାଇଁ…
- ‘ରନ୍ଧନ ତୈଳ ଉତ୍ପାଦନ ବଢ଼ାଅ,ମଜବୁତ ହେବ ଜାତୀୟ ଅର୍ଥନୀତି’
- SIR 2026: ଭୋଟର ତାଲିକା ସଂଶୋଧନ ପାଇଁ ସମୟ ବୃଦ୍ଧି…
- Terror attack in J&K:ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ;ଜଣେ ମୃତ, ଅନ୍ୟ ଜଣେ ଆହତ
- କମନୱେଲଥ ଗେମ୍ସରେ ଇତିହାସ ରଚିଲେ ଅସ୍ମିତା ଡେ
- ଇପିଏଫଓ ଆକାଉଣ୍ଟରୁ ଉଡ଼ିଗଲା ୧୯.୩୩ କୋଟି ଟଙ୍କା! ନୋକିଆ କର୍ମଚାରୀଙ୍କ ନାଁରେ CBI ର ଏଫଆଇଆର୍
Comments are closed.