ବାରିପଦା : ଦୁଇ ଘଣ୍ଟାର ପ୍ରବଳ ବର୍ଷାରେ ଭାସିଗଲେ ଯୁବକ । ବାଇକ୍ ଯୋଗେ ରାସ୍ତା ପାର ହେଉଥିବା ବେଳେ ବର୍ଷା ପାଣିର ସୁଅରେ ଭାସି ଯାଇଛନ୍ତି ଯୁକକ । ବର୍ତ୍ତମାନ ସୁଦ୍ଧା ଯୁବକଙ୍କ କୌଣସି ଖୋଜ ଖବର ମିଳିନାହିଁ । ବାରିପଦା ସ୍ଥିତ ବଳରମପୁର ୱାର୍ଡ ନମ୍ବର ୧୭ ସ୍ଥିତ ଜରାଳି ନଦୀରେ ଦୁଇ ଘଣ୍ଟା ଜୋରଦାର ବର୍ଷା ହୋଇଥିଲା । ଫଳରେ ଦୁଇଟି ୱାର୍ଡକୁ ସଂଯୋଗ କରୁଥିବା ଏକ ଛୋଟ ପୋଲରେ ଜଳ ସ୍ତର ବୃଦ୍ଧି ପାଇଥିଲା । ଏହି ସମୟରେ ଜଣେ ଅଜଣା ଯୁବକ ନିଜ ବାଇକରେ ପୋଲ ପାର ହେଉଥିବା ସମୟରେ ପପାଣିର ସୁଅରେ ଭାସି ଯାଇଥିଲେ । ଘଟଣାସ୍ଥଳରେ ପୋଲିସ ଏବଂ ଅଗ୍ନିଶମ ବିଭାଗ ପହଞ୍ଚି ଖୋଜାଖୋଜି କରିଥିଲେ ବି ଯୁବକଙ୍କ କୌଣସି ଖୋଜ ଖବର ମିଳିନି ।
BREAKING NEWS
- ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ ମୋଦି, ଲାଲ ବାହାଦୁର ଶାସ୍ତ୍ରୀଙ୍କୁ ମନେ ପକାଇଲେ
- ନୂଆଦିଲ୍ଲୀରେ ଲାଗୁ ହେଲା BNSSର ଧାରା ୧୬୩
- ସୁନ୍ଦରପନ୍ଦା ବୋମା ବିସ୍ଫୋରଣ ମାମଲା, ୨ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା NIA
- ଏସୀୟ କ୍ରୀଡ଼ା: ୭୫ ବର୍ଷରେ ପ୍ରଥମ ଥର ପାଇଁ ଭାରତୀୟ ମହିଳା ରିକର୍ଭ ଟିମ୍ ଜିତିଲା ସ୍ୱର୍ଣ୍ଣ ପଦକ
- ଦଶହରାରେ ପୁଣି ବାତ୍ୟା ଭୟ! ଆସୁଛି ଆଉ ଏକ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା
- ଶ୍ରୀ ଜଗନ୍ନାଥଙ୍କ ଖାତାକୁ ଫେରିବ ମହାପ୍ରଭୁଙ୍କ ଅମୃତ ମଣୋହି ଜମି: ଓଡ଼ିଶା ରାଜସ୍ୱ ପର୍ଷଦ
- ପୁଣି ଭାରତ – ପାକିସ୍ତାନ ମ୍ୟାଚ୍: ଜାଣନ୍ତୁ କେବେ ଖେଳାଯିବ ଏହି ହାଇ ଭୋଲ୍ଟେଜ ମ୍ୟାଚ୍
- Diveagar Beach Tragedy:ପିକନିକ୍ ହେଲା କାଳ;ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ
- ମହାନଦୀ ବିବାଦ ସମାଧାନର ନିକଟତର ହେଉଛୁ,ଅନ୍ୟ ରାଜ୍ୟମାନଙ୍କ ପାଇଁ ‘ମଡେଲ ଡିସ୍ପୁଟ ରିଜୋଲ୍ୟୁସନ୍’ହେବ: ମୁଖ୍ୟମନ୍ତ୍ରୀ
- ‘ବିଜେବି ଫ୍ରେଣ୍ଡସ୍-ଆଲୁମିନି ଆସୋସିଏସନ୍ ଅଫ୍ ବିଜେବି କଲେଜ୍’ ପକ୍ଷରୁ ‘ୟୁଥ୍ ରିମେମ୍ବରିଂ ଗାନ୍ଧୀ’ ପୁରସ୍କାର ସମାରୋହ ଆୟୋଜିତ

Comments are closed.