Latest Odisha News

BREAKING NEWS

ଆଫଗାନିସ୍ତାନର ଏଭଳି ସଙ୍କଟ ପାଇଁ ବାଇଡେନ୍‌ ଦାୟୀ; ଟ୍ରମ୍ପ୍‌

ୱାଶିଂଟନ୍: ଆଫଗାନିସ୍ତାନ ସରକାର ପତନ ପରେ ତାଲିବାନ ଆଫଗାନିସ୍ତାନର ରାଜଧାନୀ କାବୁଲକୁ ନିଜ ନିୟନ୍ତ୍ରଣକୁ ଆଣିବା ପରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଫ୍‌ଗାନିସ୍ତାନର ଏଭଳି ସଙ୍କଟ ପାଇଁ ଜୋ ବାଇଡେନ୍‌ଙ୍କୁ ଦାୟୀ କରିଛନ୍ତି ଏବଂ ବାଇଡେନ୍‌ ଇସ୍ତଫା ଦିଅନ୍ତୁ ବୋଲି ଦାବି କରିଛନ୍ତି।

ରବିବାର ଦିନ ଟ୍ରମ୍ପ ଏକ ବିବୃତ୍ତିରେ କହିଛନ୍ତି ଯେ ଆମେରିକାର ବର୍ତ୍ତମାନର ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଇସ୍ତଫା ଦେବାର ସମୟ ଆସିଛି।

ଆଫଗାନିସ୍ତାନ ରାଷ୍ଟ୍ରପତି ଅସ୍ରଫ ଘନି ପଦରୁ ଇସ୍ତଫା ଦେବା ପରେ ଦେଶ ଛାଡି ତାଲିବାନ ରାଜଧାନୀରେ ପ୍ରବେଶ କରିବା ପରେ ଟ୍ରମ୍ପ୍‌ ଏଭଳି ମନ୍ତବ୍ୟ ଦେଇଛନ୍ତି।

Leave A Reply

Your email address will not be published.