ଖୋର୍ଦ୍ଧା : ଖୋର୍ଦ୍ଧା ନାଭାଲ ଫାଣ୍ଡି ଅନ୍ତର୍ଗତ ପାନ୍ଥନିବାସ ରୋଡରେ ଅଘଟଣ । ପୋଖରୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ସୁର ସ୍ବାଇଁ । ସୂଚନା ଅନୁସାରେ, ବଡ଼କୁଳ ପାନ୍ଥନିବାସ ରୋଡ଼ରେ ବାସ କରୁଥିବା ସୁର ସ୍ବାଇଁ ଆଜି ଗାଧୋଇବା ପାଇଁ ଏକ ପୋଖରୀକୁ ଯାଇଥିଲେ । ହେଲେ ଘରକୁ ନଫେରିବାରୁ ପରିବାର ଲୋକେ ବହୁ ଖୋଜାଖଷାଜି କରିଥିଲେ । ଶେଷରେ ପୋଖରୀରେ ତାଙ୍କ ମୃତଦେହ ଭାସୁଥିବା ଦେଖିବାକୁ ପାଇଥିଲେ । ଏନେଇ ସ୍ଥାନୀୟ ଲୋକ ସଙ୍ଗେ ସଙ୍ଗେ ବାଲୁଗାଁ ଅଗ୍ନିଶମ ଅଧିକାରୀ ନିତ୍ୟାନନ୍ଦ ଜେନାଙ୍କୁ ସୂଚନା ଦେଇଥିଲେ । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ପୋଖରୀରୁ ମୃତଦେହ ଉଦ୍ଧାର କରିଥିଲା ।
BREAKING NEWS
- Chameli Ojha case:ଚାମେଲି ଓଝା ମାମଲାରେ NHRC ତଦନ୍ତ,୫ରେ ଆସିବେ ୩ ଜଣିଆ ଟିମ୍
- Captain Smit Machchhar: ହିରୋ ପାଇଲଟ୍ଙ୍କ ସହ ଫୋନ୍ରେ କଥା ହେଲେ ପିଏମ୍ ମୋଦୀ, ମଚ୍ଛାର ବଖାଣିଲେ କେମିତି ମରଣକୁ ତିଳେ ହେଲେ କରିନଥିଲେ ଖାତିର…
- Putin Praises Modi: ମୋଦୀଙ୍କୁ ଭୂରି ଭୂରି ପ୍ରଶଂସା କଲେ ବନ୍ଧୁ ପୁଟିନ୍, କହିଲେ, ‘ତାଙ୍କ ପାଖରେ ଭଲ ଭଲ ବିଚାର ଅଛି’
- Viral Video: ଫେମସ୍ ହେବା ପାଇଁ ଜୀବନକୁ ବାଜି! ରେଳ ଇଞ୍ଜିନ୍ରେ ଶାଢ଼ି ବାନ୍ଧି ଡ୍ୟାନ୍ସ କଲେ ମହିଳା, ତାତିଲେ ୟୁଜର୍ସ
- ଦୁଇ ଟଙ୍କା ବଢ଼ିଲା ଓମଫେଡ୍ କ୍ଷୀର ଦର, ଏହି ଦିନରୁ ଲାଗୁ ହେବ ବର୍ଦ୍ଧିତ ଦର..
- ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାକ୍ଷାତ କଲେ ଓଡ଼ିଶା ରାଜ୍ୟପାଳ ଡ଼.ହରି ବାବୁ କମ୍ଭମପାଟି
- ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ ମୋଦି, ଲାଲ ବାହାଦୁର ଶାସ୍ତ୍ରୀଙ୍କୁ ମନେ ପକାଇଲେ
- ନୂଆଦିଲ୍ଲୀରେ ଲାଗୁ ହେଲା BNSSର ଧାରା ୧୬୩
- ସୁନ୍ଦରପନ୍ଦା ବୋମା ବିସ୍ଫୋରଣ ମାମଲା, ୨ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା NIA
- ଏସୀୟ କ୍ରୀଡ଼ା: ୭୫ ବର୍ଷରେ ପ୍ରଥମ ଥର ପାଇଁ ଭାରତୀୟ ମହିଳା ରିକର୍ଭ ଟିମ୍ ଜିତିଲା ସ୍ୱର୍ଣ୍ଣ ପଦକ

Comments are closed.