କେନ୍ଦୁଝର : କେନ୍ଦୁଝର ଜିଲ୍ଲା କାରାଗାରରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ । ମୃତ କଏଦୀ ହେଲେ ତେଲକୋଇ ଥାନା କାଳିମା ଗାଁର କୀର୍ତ୍ତନ କିଷାନ । ୨୦୧୮ ମସିହା ଡିସେମ୍ବର ୧୨ ତାରିଖରେ ନିଜ ଜ୍ବାଇଁଙ୍କୁ ହତ୍ୟା କରି ଜେଲରେ ଥିଲେ । ଏହି ଘଟଣାରେ ତାଙ୍କ ସ୍ତ୍ରୀ ଓ ଦୁଇ ପୁଅ ମଧ୍ୟ ବିଚାରାଧୀନ କଏଦୀ ଭାବେ କାରାଗାରରେ ଥିଲେ । ହେଲେ ଆଜି ସକାଳୁ ଅଭିଯୁକ୍ତ କୀର୍ତ୍ତନ ଚା’ ପିଇବାକୁ ଗ୍ଲାସ ନେଉଥିବା ସମୟରେ ହଠାତ ଗୋଡ ଖସି ଯାଇଥିଲା । ଫଳରା ତଳେ ପଡିଯିବାରୁ ମୁଣ୍ଡ ପିଟି ହୋଇ ଆହତ ହୋଇଥିଲେ କୀର୍ତ୍ତନ । ତାଙ୍କୁ ତୁରନ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା । ହେଲେ ଡାକ୍ତର କୀର୍ତ୍ତନଙ୍କୁ ମୃତ ଘୋଷଣା କରିଥିଲେ । ଘଟଣାରେ ପୋଲିସ ତଦନ୍ତ ଜାରି ରହିଛି । କିଛଇ ଦିନ ପୂର୍ବରୁ ମୃତ କୀର୍ତ୍ତନଙ୍କୁ ଜଣେ ପୁଅ ଜାମିନରେ ମୁକୁଳି ଥିଲେ ।
BREAKING NEWS
- ଢାବା ଉପରେ ଚଢ଼ାଉ, ପୋଲିସକୁ ଗାଳିଗୁଲଜ: ବିଜେପି ଯୁବ ନେତା ବି. ସୋମନାଥ ପାତ୍ରଙ୍କୁ ଗିରଫ କଲା ଗୋପାଳପୁର ପୋଲିସ
- ଅପରାଧ ପ୍ରମାଣିତ ନହେବା ଯାଏଁ ଚାକିରିରୁ କାଢ଼ିପାରିବେନି ସରକାର: ସୁପ୍ରିମକୋର୍ଟ
- ପରୀକ୍ଷାରେ ତ୍ରୁଟିକୁ ବରଦାସ୍ତ କଲାନି ଏନଟିଏ, ପରିଚାଳନା ଦାୟିତ୍ୱରେ ଥିବା ସଂସ୍ଥାକୁ କାରଣ ଦର୍ଶାଅ ନୋଟିସ୍
- ପୁରୁଷ ହକି ବିଶ୍ୱକପ୍ ୨୦୨୬: ଭାରତୀୟ ଦଳର ନୈରାଶ୍ୟଜନକ ପ୍ରଦର୍ଶନ, ନେଦରଲ୍ୟାଣ୍ଡ୍ସଠାରୁ ନିକଟରୁ ଶୋଚନୀୟ ପରାଜୟ
- Kotia map:ଗୁଗୁଲ୍ ମ୍ୟାପ୍ରେ କୋଟିଆର ଭୁଲ୍ ସୀମା;ସଂଶୋଧନ ପାଇଁ ସରକାରୀ ପ୍ରକ୍ରିୟା ଆରମ୍ଭ
- ଲୁହାପଥର ନେଇ ଓଡ଼ିଶାରୁ ସିଙ୍ଗାପୁର ଯାଉଥିବା ଜାହାଜ ବୁଡ଼ିଲା: ୨୪ କ୍ରୁ ସଦସ୍ୟଙ୍କ ଜୀବନ ରକ୍ଷା ପାଇଁ ଉଦ୍ଧାର କାର୍ଯ୍ୟ ଜୋରଦାର
- କର୍ତ୍ତବ୍ୟରତ କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ଟିପିଏସ୍ଓଡିଏଲର ଦୃଢ କାର୍ଯ୍ୟାନୁଷ୍ଠାନ
- ଘୋଷଣା ହେଲା ଜାତୀୟ ଶିକ୍ଷକ ପୁରସ୍କାର ୨୦୨୬, ଜାଣନ୍ତୁ ଓଡ଼ିଶାରୁ କିଏ ପାଇବେ…
- ଛାତ ଉପରେ ଥିବା ପୁରୁଣା ଡିସ୍ ଛତା ଆସିବ କାମରେ! ମାଗଣା ଚ୍ୟାନେଲ୍ ଦେଖିବା ପାଇଁ ଏମିତି କରନ୍ତୁ ବ୍ୟବହାର
- ପାରାଦୀପରେ ବଡ଼ ଅଘଟଣ; ମଝି ସମୁଦ୍ରରେ ବୁଡ଼ିଲା ଜାହାଜ, ୨୪ ଜଣଙ୍କୁ ଖୋଜୁଛି…

Comments are closed.