ଭୁବନେଶ୍ୱର: ପ୍ରସ୍ତାବ ଉପରେ ଲାଗିଛି ମୋହର । ଲିଙ୍ଗରାଜ ମନ୍ଦିର ସିଂହଦ୍ୱାରରେ ହେବ ରୁପା ଛାଉଣୀ । ଶ୍ରୀମନ୍ଦିର ଢାଞ୍ଚାରେ ତିଆରି ହେବ ଲିଙ୍ଗରାଜ ମନ୍ଦିରର ଦ୍ୱାର । ବିଏମ୍ସି କମିଶନରଙ୍କ ଅଧ୍ୟକ୍ଷତାରେ ଏଏସଆଇ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି । ବୈଠକରେ ଏଏସ୍ଆଇ ଭୁବନେଶ୍ୱର ଏଡିଏମ, ଏଏସଆଇଇ ସୁପରିଟେଣ୍ଡେଣ୍ଟ ଓ ୪ ନିଯୋଗର କର୍ମକର୍ତ୍ତା ଉପସ୍ଥିତ ଥିଲେ । ଏଥିରେ ପ୍ରଭୁଙ୍କ ସିଂହଦ୍ୱାର ପାଇଁ ରୂପା କବାଟ ଲାଗିବା ନେଇ ପ୍ରସ୍ତାବ ଦିଆଯାଇଥିଲା । ମନ୍ଦିରର ସିଂହଦ୍ୱାର ରୁପା କବାଟ ନିର୍ମାଣ ସହିତ ମନ୍ଦିର ପରିସରର ମରାମତି ଓ ଗର୍ଭଗୃହର ପୁନରୁଦ୍ଧାର ନେଇ ଆଲୋଚନା ହୋଇଛି ।
BREAKING NEWS
- ଜ୍ୟାକି ଚାନଙ୍କ ମୃତ୍ୟୁ ପରେ ରିଲିଜ ହେବ ତାଙ୍କର ଶେଷ ଗୀତ
- ହକି ଇଣ୍ଡିଆ ଲିଗ୍-୨୦୨୬: ଚମକିଲେ ଓଡ଼ିଶା ନାଭାଲ୍ ଟାଟା ହକି ଏଚ୍ପିସି କ୍ୟାଡେଟ୍
- ରାଜଧାନୀରେ ବୁଲିଲା ଖଣ୍ଡା; ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ..
- Iran Fortifies Nuclear Sites: ମାଟି ତଳେ ଇରାନର ପରମାଣୁ ବମ୍, ତାଟକା ଡୋନାଲ୍ଡ ଟ୍ରମ୍ପ୍!
- Youth Arrested: ପାକିସ୍ତାନ ପାଇଁ ଗୁଇନ୍ଦାଗିରି ପଡିଲା ମହଙ୍ଗା; ଯୁବକ ଗିରଫ
- Sunetra Pawar Oath Ceremony: NDA ସରକାରରେ ଯୋଗ ଦେବେ କି ଶରଦ ପାୱାର?, ସୁନେତ୍ରାଙ୍କ ରାଜ୍ୟାଭିଷେକ ନେଇ ଦେଲେ ବଡ଼ ବୟାନ…
- ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ନୀତି ନିର୍ଘଣ୍ଟ: ଜାଣନ୍ତୁ କେଉଁ ସମୟରେ ଉଠିବ ମହାଦୀପ…
- ଫେବୃଆରୀ ୨ ଯାଏଁ ରାଜ୍ୟରେ କୁହୁଡ଼ି ସମ୍ଭାବନା, ୪ ଯାଏଁ ଅଧିକାଂଶ ସ୍ଥାନରେ ବଢିବ ରାତି ତାପମାତ୍ରା
- ସରକାରଙ୍କ ବଡ଼ ଘୋଷଣା: ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ…
- ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲ୍ଲା ପ୍ରଶାସନ
Comments are closed.