ଲିଡ୍ସ: ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ଭାରତର ଶୋଚନୀୟ ବ୍ୟାଟିଂ ବିପର୍ଯ୍ୟୟ ଦେଖିବାକୁ ମିଳିଛି । ନାଟକୀୟ ଢ଼ଙ୍ଗରେ ଟିମ ଇଣ୍ଡିଆ ମାତ୍ର ୭୮ ରନରେ ଅଲଆଉଟ ହୋଇଯାଇଛି । ଇଂଲଣ୍ଡ ବୋଲରଙ୍କ ଆଗରେ ଭାରତୀୟ ବ୍ୟାଟ୍ସମ୍ୟାନ ସମ୍ପୂର୍ଣ୍ଣ ଭାବେ ଅସହାୟ ହୋଇ ପଡିଥିଲେ । ରୋହିତ ଶର୍ମା ୧୯ ଏବଂ ଅଜିଙ୍କ୍ୟ ରାହାନେ ୧୮ ରନ କରିଥିଲେ । ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ୨ ଅଙ୍କ ଛୁଇଁ ପାରି ନ ଥିଲେ ।
ଇଂଲଣ୍ଡ ପକ୍ଷରୁ ଜେମ୍ସ ଆଣ୍ଡରସନ ଓ କ୍ରେଗ ଓଭରଟନ ୩ଟି ଲେଖାଁଏ ଏବଂ ଓଲି ରବିନସନ, ସାମ କୁରାନ ୨ଟି ଲେଖାଁଏ ଉଇକେଟ ହାସଲ କରିଥିଲେ । ଟେଷ୍ଟ କ୍ରିକେଟରେ ଇଂଲଣ୍ଡ ବିପକ୍ଷରେ ୩ୟ ଏବଂ ଓଭରାଲ ଭାରତର ଏହା ୯ମ କମ ସ୍କୋର ଅଟେ ।
BREAKING NEWS
- ପିଏମ ମୋଦୀଙ୍କ ଜନ୍ମଦିନରେ ମେଗା ରକ୍ତଦାନ ଶିବିର; ସଂଗ୍ରହ ହେଲା ୮୮୧୦ ୟୁନିଟ ରକ୍ତ…ୱାର୍ଲ୍ଡ ବୁକ୍ ଅଫ୍ ରେକର୍ଡରେ ସ୍ଥାନ ପାଇଲା
- ଅଭିଷେକଙ୍କ ରେକର୍ଡ: ୧୨୭ ରନ୍ରେ ଆଫଗାନିସ୍ତାନକୁ ହରାଇ ଭାରତର କ୍ଲିନ୍ ସ୍ୱିପ୍
- PM ମୋଦୀଙ୍କ ପାଇଁ ଶ୍ରୀମନ୍ଦିର ସମ୍ମୁଖରେ ‘ଆଶୀର୍ବାଦର ଦୀପ’
- ପାଟ୍ରୋଲିଂବେଳେ ଧରାପଡିଲେ କଇଁଛ ଚାଲାଣ ରାକେଟ୍; ୪ ଗିରଫ, ୫୫ ଜୀବନ୍ତ କଇଁଛ ଉଦ୍ଧାର
- ବିସିସିଆଇ ସପକ୍ଷରେ ସତ୍ୟପାଠ ଦାଖଲ କଲେ ଓସିଏ ସଭାପତି
- ଟି୨୦ରେ ଅଭିଷେକଙ୍କ ବିସ୍ଫୋରକ ଶତକ : ପୂର୍ଣ୍ଣ ସଦସ୍ୟ ଟିମର ଖେଳାଳି ଭାବେ ରଚିଲେ ଇତିହାସ
- Ganesh Puja Pandal:ଆସିଲା ଭୟଙ୍କର ବର୍ଷା;ଭୁଶୁଡ଼ିଲା ୧୫୦ ଫୁଟ୍ର ଗଣେଶ ପୂଜା ପେଣ୍ଡାଲ;ଡିଜନି ଲ୍ୟାଣ୍ଡ ଥିମ୍ର…
- ୱେଷ୍ଟଇଣ୍ଡିଜ ସିରିଜ ରୋହିତଙ୍କ ପାଇଁ ଅଗ୍ନିପରୀକ୍ଷା
- ସାବଧାନ ! ଏଥର ଭସାଣିରେ ଡିଜେ ବଜାଇଲେ ବାନ୍ଧିବ ପୋଲିସ, ଜାରି ହେଲା କଟକଣା
- Drink Suspected To Contain Methanol:ବିଷାକ୍ତ ପାନୀୟ ପାନୀୟ ପିଇ ୪୮ ଜଣଙ୍କ ମୃତ୍ୟୁ; ୧୦୦ ଜଣ ଡାକ୍ତରଖାନାରେ ଭର୍ତ୍ତି

Comments are closed.