ବଲାଙ୍ଗୀର:ବଲାଙ୍ଗୀରରେ ଅଘଟଣ । ବିଦ୍ୟୁତ ତାର ଲାଗି ଏକ ସିମେଣ୍ଟ ବୋଝେଇ ଟ୍ରକଟି ଜଳି ଯାଇଛି ।ଫଳରେ ଘଟଣା ସ୍ଥଳରେ ଡ୍ରାଇଭରର ମୃତ୍ୟୁ ହୋଇଯାଇଛି ।ଟ୍ରକଟି ବରଗଡରୁ ସିମେଣ୍ଟ ଆଣି ତୁଷାରାଡାହିମାଲକୁ ଆସୁଥିବା ସମୟରେ ଏପରି ଅଘଟଣ ଘଟିଛି ।ଟ୍ରକରେ ବିଦ୍ୟୁତ ତାର ଲାଗିଯିବା ଯୋଗୁଁ ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି ।ମୃତକ ଡ୍ରାଇଭର ଙ୍କ ପରିଚୟ ମିଳିନଥିବା ବେଳେ । ପୋଲିସ ଘଟଣା ସ୍ଥଳରେ ପହଁଚି ତଦନ୍ତ ଜାରି ରଖିଛି ।
BREAKING NEWS
- ଭୂମିକମ୍ପରେ ଥରିଲା ଉତ୍ତରାଖଣ୍ଡ; ଦିଲ୍ଲୀରେ ଝଟକା ଅନୁଭୂତ
- ପ୍ରଥମ ଟି୨୦: ଶ୍ରେୟାସଙ୍କ ବିସ୍ଫୋରକ ଶତକ, ୱେଷ୍ଟଇଣ୍ଡିଜ୍କୁ ୮ ୱିକେଟ୍ରେ ହରାଇଲା ଭାରତ
- ମୁଣ୍ଡ ଉପରେ ପୂଜା, ଖାଲ ଭର୍ତ୍ତି ରାସ୍ତାରେ ତୋରଣ
- ଭୁବନେଶ୍ୱର କୁମାରଙ୍କ କମ୍ବ୍ୟାକ୍: ୪ ବର୍ଷ ପରେ ଟିମ୍ ଇଣ୍ଡିଆକୁ ଫେରିଲେ, ନ୍ୟୁଜିଲ୍ୟାଣ୍ଡ ଗସ୍ତ ପାଇଁ ଭାରତୀୟ ଟି୨୦, ଏ’ ଦଳ ଘୋଷଣା
- ମୁଁ ଆପଣଙ୍କୁ ଛୁଇଁପାରିବି କି?’: ଅଭିଷେକ ଶର୍ମାଙ୍କୁ ଦେଖି ହୋସ୍ ହରାଇଲେ ସୁନ୍ଦରୀ ଫ୍ୟାନ୍
- ଅଗରକରଙ୍କ କାର୍ୟ୍ୟକାଳ ଶେଷ: ମୁଖ୍ୟ ଚୟନକର୍ତ୍ତା ପଦ ପାଇଁ ଆନୁଷ୍ଠାନିକ ଭାବେ ଆବେଦନ ଆହ୍ୱାନ
- ଟିମ୍ ଇଣ୍ଡିଆକୁ ବଡ଼ ଝଟ୍କା, ଆହତ ହୋଇ ଦଳରୁ ବାହାରିଲେ ପ୍ରସିଦ୍ଧ କୃଷ୍ଣା
- ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- HALରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ର ଉଦ୍ଘାଟନ କଲେ ରାଜନାଥ ସିଂହ
- ପାକିସ୍ତାନ ଗୁପ୍ତଚର ମାମଲାରେ ଆନ୍ଧ୍ର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୩ ନୌସେନା କର୍ମଚାରୀଙ୍କ ସମେତ ୧୮ ଜଣ ସନ୍ଦିଗ୍ଧ ଓ ୨ ଗିରଫ

Comments are closed.