ଭୁବନେଶ୍ୱର: ଇଣ୍ଡିଆନ ସୁପର ଲିଗ ଫୁଟବଲରେ ଅଭିଜ୍ଞ ବ୍ରାଜିଲ ଫରୱାର୍ଡ ଜୋନାଥସ କ୍ରିଷ୍ଟିଆନ ଡି ଜିସସ ଓଡିଶା ଏଫସି ସହ ଚୁକ୍ତିବଦ୍ଧ ହୋଇଛନ୍ତି । ଜୋନାଥସ ବ୍ରାଜିଲ ନେଦରଲାଣ୍ଡ, ସ୍ପେନ, ଇଟାଲୀ ଓ ଜର୍ମାନୀର ଅନେକ ପ୍ରତିଷ୍ଠିତ କ୍ଲବ ପକ୍ଷରୁ ଖେଳି ସାରିଛନ୍ତି । ୧୦୦ରୁ ଊର୍ଦ୍ଧ୍ୱ ଗୋଲ ତାଙ୍କ ନାମରେ ରହିଛି । ବ୍ରାଜିଲର ଏହି ଷ୍ଟାର ଖେଳାଳିଙ୍କ ଉପସ୍ଥିତି ଓଡିଶା ଏଫସିକୁ ଫାଇଦାରେ ରଖିବ ବୋଲି ଆଶା କରାଯାଉଛି ।
ମୂଖ୍ୟ କୋଚ କିକୋ ରାମରେଜ କହିଛନ୍ତି ଜୋନାଥସ ଆମର ମୂଖ୍ୟ ଗୋଲ ସ୍କୋରରେ ହେବେ । କ୍ଲବ ସଭାପତି ରାଜ ଅଠାୱଲେ ମଧ୍ୟ ଚଳିତ ସଂସ୍କରଣ ପାଇଁ ସାମିଲ କରା ଯାଇଥିବା ବିଦେଶୀ ଖେଳାଳି ଦଳକୁ ମଜଭୁତ କରିବେ ବୋଲି ସେ କହିଛନ୍ତି ।
BREAKING NEWS
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
- ଅଧିକ ସୁରକ୍ଷିତ ଓ ସୁଦୃଢ଼ ଭିତ୍ତିଭୂମି ନିର୍ମାଣ ପାଇଁ ଅଗ୍ନି ପ୍ରତିରୋଧୀ ଷ୍ଟ୍ରକ୍ଚରାଲ୍ ଷ୍ଟିଲ୍ ବିକଶିତ କଲା ଟାଟା ଷ୍ଟିଲ୍
- ସୌମ୍ୟରଞ୍ଜନ ହତ୍ୟା ମାମଲା: DGP କହିଲେ, ସମ୍ପୂର୍ଣ୍ଣ ସତ୍ୟ ସାମ୍ନାକୁ ଆସିବା ପର୍ଯ୍ୟନ୍ତ ଜାରି ରହିବ ତଦନ୍ତ
- ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି; ବିରୋଧୀଙ୍କ ପ୍ରତିବାଦରେ ସାମିଲ ବିଜେଡି
- ଆସନ୍ତା ୩ ଦିନ ଯାଏଁ ଭିଜିବ ଓଡ଼ିଶା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ନିର୍ବାଚନକୁ ନେଇ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା, ୯ ଅଟକ
- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ଅରବିନ୍ଦ ମହାନ୍ତିଙ୍କୁ ଗିରଫ କଲା ଭିଜିଲାନ୍ସ
- SIR ବିରୋଧରେ ଦିଲ୍ଲୀରେ ବିରୋଧୀଙ୍କ ବଡ଼ ମାର୍ଚ୍ଚ; ରାହୁଲ-ପ୍ରିୟଙ୍କାଙ୍କ ସମେତ ଅନେକ ନେତା ଅଟକ, CECଙ୍କ ଇସ୍ତଫା ଦାବି
- ନାଇଜେରିଆରେ ବିମାନ ଦୁର୍ଘଟଣାଗ୍ରସ୍ତ, ଚାଲିଗଲା ୩୨ ଜୀବନ

Comments are closed.