ଗଞ୍ଜାମ : ଗଞ୍ଜାମ ଜିଲ୍ଲାରେ ବିଭିନ୍ନ ବିକାଶ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ଗସ୍ତ ଅବସରରେ ଘଟକେଶ୍ବର ବହୁମୁଖୀ ପ୍ରକଳ୍ପ, ଟାଟା ୟୁନିଟ୍, କାଳେଶ୍ବର ମନ୍ଦିର, ମା’ ତାରା ତାରିଣୀ ମନ୍ଦିର ପ୍ରମୁଖ ସ୍ଥାନ ଗସ୍ତ କରି ଉନ୍ନୟନ କାର୍ଯ୍ୟର ତଦାରଖ କରିଥିଲେ ମୁଖ୍ୟ ଶାସନ ସଚିବ । ଏଥିସହ ବ୍ରହ୍ମପୁର ସହରର ରାମଲିଙ୍ଗେଶ୍ବର ପାର୍କରେ ଆୟୋଜିତ ସଭାରେ ଯୋଗଦେଇ ଜିଲ୍ଲା ପ୍ରଶାସନ ସହ ଆଲୋଚନା କରିଥିଲେ । କାର୍ଯ୍ୟକ୍ରମରେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର, ଜିଲ୍ଲାପାଳ, ମହାନଗର ନିଗମ କମିଶନର ପ୍ରମୁଖ ଉପସ୍ଥିତ ଥିଲେ ।
BREAKING NEWS
- ବଜେଟ୍ ୨୦୨୬: ବାୟୋଫାର୍ମାକୁ ଫୋକସ, ୧୦ ହଜାର କୋଟି ଟଙ୍କା ହେବ ନିବେଶ
- ବଜେଟ୍ ୨୦୨୬-୨୭ରେ ଗରିବ, ଅସହାୟ ଏବଂ ବଞ୍ଚିତ ଶ୍ରେଣୀର ବିକାଶ ଉପରେ ଫୋକସ୍
- Budget 2026: ବଜେଟ ୨୦୨୬: ଏପ୍ରିଲ ୧ରୁ ନୂଆ ଆୟକର ନିୟମ
- Rare Earth Corridors In Odisha: ବଜେଟରେ ଓଡ଼ିଶା ପାଇଁ ବଡ଼ ଘୋଷଣା, ନିର୍ମାଣ ହେବ ବିରଳ ପୃଥିବୀ ଖଣିଜ ପଦାର୍ଥ କରିଡର
- Budget 2026: ବଜେଟ୍ ଉପସ୍ଥାପନା ପୂର୍ବରୁ କାହିଁକି ପ୍ରସ୍ତୁତ ହୁଏ ହାଲୱା, କ’ଣ ରହିଛି ଏହା ପଛର ବିଶେଷ କାହାଣୀ?
- Union Budget 2026: ଚାଷୀ, ମହିଳା ଏବଂ ଯୁବକମାନଙ୍କୁ ଅଭିବୃଦ୍ଧି ପ୍ରଦାନ କରିବାର ଲକ୍ଷ୍ୟ କହିଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
- ଲଟେରୀ ଜରିଆରେ ବିଏମ୍ସି ପକ୍ଷରୁ ପକ୍କା ଘର ଆବଣ୍ଟନ
- Budget 2026 Speech: ସଂସଦରେ ଆଗତ ହେଲା ବଜେଟ ୨୦୨୬-୨୭, ଲଗାତାର ୯ମ ଥର ପାଇଁ ଆଗତ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
- Budget 2026: କାହିଁକି ଚର୍ଚ୍ଚାରେ ନିର୍ମଳାଙ୍କ Part-B ପେଡ଼ି? ବଦଳେଇ ଦେବ ଭାରତର ଭବିଷ୍ୟତ! ଭାଙ୍ଗିଯିବ ୭୫ ବର୍ଷର ପରମ୍ପରା…
- Gold Silver Price Budget 2026: ବଜେଟ ପୂର୍ବରୁ ହଠାତ୍ ଶସ୍ତା ହେଲା ସୁନା ଏବଂ ରୂପା ଦର, ଜାଣନ୍ତୁ କେତେ କମିଲା…
Comments are closed.