ଯାଜପୁର : ପାଣିକୋଇଲି NH-୧୬ରୁ ଦୁଇ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା। ଘଟଣାର ହେଲା ପର୍ଦ୍ଦାଫାସ। କିନ୍ନରଙ୍କୁ ଅସଦାଚରଣ ଯୋଗୁଁ ସଂଘବଦ୍ଧ ହତ୍ୟା କରାଯାଇଛି ବୋଲି ସୂଚନା ଦେଇଛନ୍ତି ଏସ୍ ପି । ହତ୍ୟାରେ ସଂପୃକ୍ତ ୨ କିନ୍ନର ଓ ଜଣେ ନାବାଳକ ସମେତ ୭ ଗିରଫ କରାଯାଇ କୋର୍ଟ ଚାଲଣ କରାଯାଇଛି। ଗତ ୩ ତାରିଖ ଦିନ ସକାଳୁ ପାଣିକୋଇଲି ଥାନା ସୋତି ଗାଁ ନିକଟରେ ଜହ୍ନା ଗାଁର ବିଜୟ ସାହୁ ଓ ସେହି ଗାଁ ର ମାନସ ଦାସଙ୍କ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପାଣିକୋଇଲି ପୋଲିସକୁ ଖବର ଦେଇଥିଲେ।
BREAKING NEWS
- ପିଙ୍କବଲ ଟେଷ୍ଟ: ଅଷ୍ଟ୍ରେଲିଆ ୪୪ ରନରେ ଅଗ୍ରଣୀ
- ଏଣିକି ମହିଳା କର୍ମଚାରୀଙ୍କୁ ମିଳିବ ପେଡ୍ ପିରିୟଡ୍ ଲିଭ୍
- ଏଏନ୍ଏମ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍…
- ଡିସେମ୍ବର ୫ରୁ ୧୫; ବିମାନ ବାତିଲ ଉପରେ ମିଳିବ ସମ୍ପୂର୍ଣ୍ଣ ରିଫଣ୍ଡ
- କୋହଲିଙ୍କ ଶତକ ଯୋଗୁ ବୃଦ୍ଧି ହେଲା ଟିକେଟ ବିକ୍ରି
- ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ
- Textbooks: ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ…ପିଲା ପଢିବେ ନୂଆ ବହି
- ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ
- ବିମାନ ବାତିଲ ପାଇଁ ହଟହଟା ନବବିବାହିତ; ଭିସିରେ ଯୋଗଦେଲେ…
- ଜାତୀୟ ମୁଦ୍ରାରେ ନେଣଦେଣ କରିବା ଆଡ଼କୁ ଯାଉଛି ଭାରତ-ରୁଷ
Comments are closed.