ଭୁବନେଶ୍ୱର: ଅନୁଗୋଳ-ତାଳଚେର ରୋଡ୍ରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି । ଫଳରେ ଢେଙ୍କାନାଳ-ସମ୍ବଲପୁର ରେଳ ଲାଇନରେ ବାଧାପ୍ରାପ୍ତ ହୋଇଛି ଟ୍ରେନ୍ ଚଳାଚଳ । ୧୨ଟି ଟ୍ରେନର ଚଳାଚଳ ବାତିଲ ହୋଇଥିବା ବେଳେ ୮ଟି ଟ୍ରେନ୍ର ଗତିପଥ ବଦଳିଥିବା ନେଇ ପୂର୍ବତଟ ରେଲୱେ ପକ୍ଷରୁ ସୂଚନା ଦିଆଯାଇଛି । ପ୍ରବଳ ବର୍ଷାରେ ପାଣି ଜମିବା ଯୋଗୁଁ ମାଲଗାଡ଼ି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି ।
ବାତିଲ ହୋଇଥିବା ଟ୍ରେନ୍
ରାଉରକାଲେ-ପୁରୀ ସ୍ପେଶାଲ୍(୦୮୧୦୫)
ରାଉରକେଲା-ଭୁବନେଶ୍ୱର ସ୍ପେଶାଲ(୦୨୮୬୧)
ପୁରୀ-ରାଉରକେଲା(୦୮୧୦୬)
ଭୁବନେଶ୍ୱର-ରାଉରକେଲା ସ୍ପେଶାଲ(୦୮୨୬୦)

ଗତିପଥ ବଦଳାଇଥିବା ଟ୍ରେନ୍
ଆନନ୍ଦବିହାର-ଭୁବନେଶ୍ୱର ସ୍ପେଶାଲ୍(୦୨୮୧୪)
ବିଶାଖାପାଟଣା-ଅମ୍ରିତସର ସ୍ପେଶାଲ(୦୮୫୦୩)
ଦୁର୍ବ-ପୁରୀ ସ୍ପେଶାଲ (୦୮୪୨୬)
ହାତିଆ-ପୁରୀ ସ୍ପେଶାଲ (୦୮୪୫୧)
ଏଲଟିଟି-ପୁରୀ ସ୍ପେଶାଲ (୦୨୧୪୫)
ବିକାନିର-ପୁରୀ ସ୍ପେଶାଲ (୦୪୭୦୯)
ଗୁଣୁପୁର-ରାଉରକେଲା ସ୍ପେଶାଲ (୦୮୧୨୮)
ପୁପୀ-ଆଜମେର ସ୍ପେଶାଲ (୦୨୦୩୭)
BREAKING NEWS
- ଇକ୍ୱାଡର ଚର୍ଚ୍ଚରେ ଲାଇଭ୍-ଷ୍ଟ୍ରିମ୍ ପ୍ରାର୍ଥନା ସମୟରେ ବଡ଼ ଦୁର୍ଘଟଣା: କାନ୍ଥରୁ ଖ୍ରୀଷ୍ଟଙ୍କ ପ୍ରତିମା ଖସିପଡ଼ିବାରୁ ପାଦ୍ରୀଙ୍କ ମୃତ୍ୟୁ
- Lashkar-e-Taiba terrorist Muhammad Sarwar:ଲାହୋରରେ ଲସ୍କରର ଶୀର୍ଷ କମାଣ୍ଡରର ମୃତ୍ୟୁ; ଥିଲା ହାଫିଜ ସଇଦର ଘନିଷ୍ଠ ସହଯୋଗୀ
- ୫୪ ବର୍ଷରେ ବରିଷ୍ଠ ସାମ୍ବାଦିକ ବିଭୂତି ପତିଙ୍କ ଦେହାନ୍ତ
- ଗୁଳିମାଡ଼ ଘଟଣା ପରେ ଏକନାଥ ସିନ୍ଧେଙ୍କ ଆଗରେ କଣ କହିଲେ ଟାଇଗର ?
- ବଲିଉଡ ଅଭିନେତା ଟାଇଗର ଶ୍ରଫ୍ଙ୍କୁ ଗୁଳିମାଡ଼ ଘଟଣା: ୧୬ ଘଣ୍ଟା ଭିତରେ ୩ ଅଭିଯୁକ୍ତ ଗିରଫ
- ସୁଜାତା କାର୍ତ୍ତିକେୟନଙ୍କ ଡିପ୍ଫେକ୍ ଭିଡିଓକୁ ନେଇ ରାଜନୀତି ସରଗରମ; କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି
- ଆମ୍ବୁଲାନ୍ସ ଦୁର୍ଘଟଣାରେ ଆଈ ଓ ନାତୁଣୀ ମୃତ, ୨ ଜଣ ଗୁରୁତର
- ସାମାନ୍ୟ ବଚସାରୁ ଗୋଷ୍ଠୀ ସଂଘର୍ଷ, ୩ ଗୁରୁତର ୨ ଆହତ
- ଟାଇଗର ଶ୍ରଫଙ୍କ ଉପରେ ଗୁଳିମାଡ଼: ସେଲିବ୍ରିଟିଙ୍କ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିବେ ମହାରାଷ୍ଟ୍ର ସରକାର; କାର୍ଯ୍ୟାନୁଷ୍ଠାନ ଦାବି କଲା AICWA
- ୧୭ରୁ ଅଧିକ ମାମଲାରେ ସଂପୃକ୍ତ ଦୁର୍ଦ୍ଦାନ୍ତ ଅପରାଧୀ ବଣ୍ଟି ପ୍ରସାଦକୁ ଏନ୍କାଉଣ୍ଟର

Comments are closed.