ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଅଙ୍ଗନବାଡ଼ି ଦିଦି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ କରିଛି ଭିଜିଲାନ୍ସ । ଭୁବନେଶ୍ୱର କରୋଡ଼କଣ୍ଟାର ଅଙ୍ଗନବାଡ଼ି କର୍ମୀ କବିତା ମଥାନଙ୍କ ଘରେ ରେଡ୍ ଚାଲିଛି। ତାଙ୍କ ଘର ସମେତ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ ଟିମ୍ । ରେଡ୍ ବେଳେ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି । ତେବେ କବିତା ମଥାନଙ୍କର କେତେ ଆୟ ବର୍ହିଭୂତ ସମ୍ପତ୍ତି ଅଛି ରେଡ୍ ସରିବା ପରେ ଜଣା ପଡିବ ।
BREAKING NEWS
- ସାହାରା ମରୁଭୂମିରେ ଟ୍ରକ୍ ଅଚଳ, ଭୋକ ଶୋଷରେ ଗଲା ୫୦ ଜୀବନ
- ITDA ବାଲିଗୁଡ଼ା AEE ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍
- E85 Fuel: ଆସିଗଲା ଶସ୍ତା ତୈଳ, ପେଟ୍ରୋଲ ଠୁ ୨୦ ଟଙ୍କା କମ୍
- RBIର ଡେପୁଟି ଗଭର୍ଣ୍ଣରଙ୍କ କାର୍ଯ୍ୟକାଳ ୨ ବର୍ଷ ବୃଦ୍ଧି
- Rice Milling: ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ରାଜ୍ୟ ସରକାର
- ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡି ବସିଲା ପୋଲିସ; ୪୪ କେଜି ଗଞ୍ଜେଇ ଜବତ
- କଟକରେ ଏଫଏମ୍ ମେଡିକାଲ ଛାତ୍ରୀଙ୍କ ମୃତ୍ୟୁ ଘଟଣା;ହତ୍ୟା ଅଭିଯୋଗ ଆଣିଲେ ପରିବାର
- ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସିଡ଼ି ବାଡ଼ରେ ବେକରେ ଗାମୁଛା ଲଗାଇ ଝୁଲିପଡିଲେ ଯୁବକ
- ସାଂସଦ କଙ୍ଗନା ରାଣାଓ୍ବତଙ୍କ ସହ ଚଳଚ୍ଚିତ୍ର ‘ଭାରତ ଭାଗ୍ୟ ବିଧାତା’ର ସ୍ୱତନ୍ତ୍ର ସ୍କ୍ରିନିଂ ଦେଖିଲେ ମୁଖ୍ୟମନ୍ତ୍ରୀ
- Lightning strikes:କାଳ ହେଲା ବଜ୍ରପାତ… ଚାଲିଗଲା ତିନି ଜଣଙ୍କ ଜୀବନ
Comments are closed.