ଭଦ୍ରକ : ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ । ମୃତ ଯୁବକ ହେଲେ ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ନପଙ୍ଗ ପଞ୍ଚାୟତ ବାଙ୍କମୁହାଁ ଗ୍ରାମର ଲକ୍ଷ୍ମୀଧର ପୂର୍ତ୍ତି । ଲକ୍ଷ୍ମୀଧର ସକାଳେ ଶୌଚ ହେବା ପାଇଁ ପୋଖରୀକୁ ଯାଇଥିଲେ । ମାତ୍ର ଅସାବଧାନତା କାରଣରୁ ଗୋଡ଼ ଖସିଯାଇଥିଲା । ଫଳରେ ପୋଖରୀରେ ବୁଡି ଯାଇଥିଲେ ଲକ୍ଷ୍ମୀଧର । ସ୍ଥାନୀୟ ଲୋକ ଉଦ୍ଧାର କରି ଲକ୍ଷ୍ମୀଧରଙ୍କୁ ଭଣ୍ଡାରିପୋଖରୀ ମେଡିକାଲକୁ ଆଣିଥିଲେ । ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ସେହିପରି ଧାମନଗର ବ୍ଲକ ରାମରାକୂଳରେ ବୈତରଣୀ ନଦୀକୁ ଶୌଚ ପାଇଁ ଯାଇଥିବା ବେଳେ ସୁଶାନ୍ତ ସାହୁଙ୍କ ମୃତ୍ୟୁ ହୋଇଛି । ଧାମନଗର ଅଗ୍ନିଶମ ବାହିନୀ ବହୁ ଖୋଜାଖୋଜି କରିବା ପରେ ମୃତଦେହ ଉଦ୍ଧାର କରିଥିଲା ।
BREAKING NEWS
- ହାର୍ଦ୍ଦିକଙ୍କ ଚେନ୍ନାଇ ସୁପର କିଙ୍ଗସ ଟ୍ରେଡ୍କୁ ନେଇ ବଢ଼ୁଛି ସସପେନ୍ସ, ସ୍ପଷ୍ଟୀକରଣ ରଖିଲା ମୁମ୍ବାଇ
- Ferry catches fire: ସମୁଦ୍ର ମଝିରେ ଫେରୀରେ ଭୟଙ୍କର ଅଗ୍ନିକାଣ୍ଡ… ୫ ମୃତ ଓ ୪୧ ନିଖୋଜ
- ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନୂଆ ଲୁକ ଭାଇରାଲ, ଫ୍ୟାନ୍ସ ଚକିତ…
- ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜସପ୍ରୀତ ବୁମରାଙ୍କ ବିକଳ୍ପ ସାଜିବେ କି ମହମ୍ମଦ ଶମୀ?
- କମନୱେଲଥ୍ ଗେମ୍ସ : ଗୋଟିଏ ଦିନରେ ଭାରତ ଜିତିଲା ୮ ସ୍ୱର୍ଣ୍ଣ
- ଜଙ୍ଗଲରୁ ୯ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ;ମାଫିଆ ଫେରାର
- କାଳୀ ମନ୍ଦିର ନିକଟରେ ଜିଭ କାଟିଲେ ଯୁବକ, ବିଦେଶରୁ ଫେରିଥିଲେ…
- ପାଟ୍ରୋଲିଂରେ ଯାଉଥିବାବେଳେ ବାଇକ୍ ଦୁର୍ଘଟଣା;କାର୍ଯ୍ୟରତ କନଷ୍ଟେବଳଙ୍କ ଚାଲିଗଲା ଜୀବନ
- ମହାରାଜା ଗଙ୍ଗା ସିଂହ ବିଶ୍ୱବିଦ୍ୟାଳୟ ପକ୍ଷରୁ ଅଚ୍ୟୁତ ସାମନ୍ତ ସମ୍ମାନିତ
- ରାୟଗଡ଼ାରେ ଗୌତମ ଓ କରନ ଆଦାନୀ; ୧.୦୮ ଲକ୍ଷ କୋଟିର ସମନ୍ୱିତ ଆଲୁମିନିୟମ ପ୍ରକଳ୍ପ…
Comments are closed.