ଭୁବନେଶ୍ୱର: ଓଡ୍ରାଫ୍ ବୋଟ୍ ଦୁର୍ଘଟଣାରେ ଓଟିଭି ଚିଫ୍ ରିପୋର୍ଟର ଅରିନ୍ଦମ୍ ଦାସଙ୍କ ଅକାଳ ବିୟୋଗ । ଅରିନ୍ଦମଙ୍କ ମୃତ୍ୟୁ ନେଇ ଏସସିବି ଜରୁରୀକାଳୀନ ଅଧିକାରୀ ସୂଚନା ଦେଇଛନ୍ତି। ମହାନଦୀରେ ଅପରେସନ ବେଳେ ବୋଟ୍ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ବୋଟ୍ ଓଲଟିଲା ପରେ ଦେଶୀ ଡଙ୍ଗା ସାହାଯ୍ୟରେ ଅରିନ୍ଦମ୍ ଓ ପ୍ରଭାତ ସିହ୍ନାଙ୍କୁ ଉଦ୍ଧାର କରାଯାଇଥିଲା। ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଏସସିବିରେ ଭର୍ତ୍ତି କରାଯାଇଥିଲା । ଅରିନ୍ଦମଙ୍କ ମୃତ୍ୟୁ ହୋଇଯାଇଥିବା ବେଳେ ପ୍ରଭାତଙ୍କ ଅବସ୍ଥା ଗୁରୁତର ରହିଛି।
BREAKING NEWS
- ଜଣେ ଶିକ୍ଷକଙ୍କ ଭରସାରେ ଚାଲୁଥିବା ସ୍କୁଲରେ ତୁରନ୍ତ ଶିକ୍ଷକ ନିୟୋଜନ ପାଇଁ କଡ଼ା ନିର୍ଦ୍ଦେଶ
- Turkey-Pakistan-Saudi defence deal:ସାଉଦି ଆରବ-ପାକ୍- ତୁର୍କୀ ମଧ୍ୟରେ ହୋଇଥିବା ନୂତନ ପ୍ରତିରକ୍ଷା ଚୁକ୍ତି ଉପରେ ଭାରତର ପ୍ରଥମ ପ୍ରତିକ୍ରିୟା
- ପୁଷ୍ପା ନିର୍ଦ୍ଦେଶକ ସୁକୁମାରଙ୍କ ସହ ହାତ ମିଳାଇଲେ ସାଉଥ ସୁପରଷ୍ଟାର ରାମ ଚରଣ
- Subhadra Yojana:ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ଟଙ୍କା;୨୫ ଜୁଲାଇ ସୁଦ୍ଧା ଆବେଦନଗୁଡ଼ିକର…
- ଶ୍ରୀଲଙ୍କାର ସ୍ପିନ୍ ଟ୍ରାକରେ ଜିତିବାକୁ ଟିମ ଇଣ୍ଡିଆର ସ୍ୱତନ୍ତ୍ର ଯୋଜନା
- ରେଭେନ୍ସା ଅଚଳାବସ୍ଥା ଉପରେ କୁଳପତିଙ୍କ ବଡ଼ ବୟାନ, ଖୁବଶୀଘ୍ର ସମାଧାନ ନେଇ ଦେଲେ ଆଶ୍ୱାସନା
- ବାଲେଶ୍ୱରରେ ଘନଉଛି ବନ୍ୟା ବିପତ୍ତି, ବିପଦ ସଙ୍କେତ ଟପିଲା ଜଳକା ନଦୀ
- ଓଡ଼ିଶାରେ ଦାଦନ ସମସ୍ୟା ରୋକିବ ‘ପ୍ରୋଜେକ୍ଟ ବ୍ଲେସ୍’: ସରକାରଙ୍କ ବଡ଼ ପଦକ୍ଷେପ
- ଯୌତୁକ ନିର୍ଯାତନା ଓ ହତ୍ୟା ଉଦ୍ୟମ ମାମଲାରେ ବନ୍ଧା ହେଲେ ପୂର୍ବତନ ବିଧାୟକଙ୍କ ଜ୍ୱାଇଁ
- ମହିଳା ଥାନାରୁ ଚମ୍ପଟ ମାରିଥିବା ଦୁଷ୍କର୍ମ ଅଭିଯୁକ୍ତ ବେଙ୍ଗାଲୁରୁରୁ ଗିରଫ

Comments are closed.