ସୋନପୁର : ଆଉ ନାହାନ୍ତି ଯୁବ ସାମ୍ବାଦିକ ତଥା ଓଟିଭିର ଚିଫ୍ ରିପୋର୍ଟର ଅରିନ୍ଦମ ଦାସ । ତାଙ୍କର ଅମର ଆତ୍ମାର ସଦ୍ ଗତି ପାଇଁ ସୋନପୁର ସହରର ପ୍ରଭାସ ଲଜ ସଭାଗୃହରେ ସୋନପୁର ସାମ୍ବାଦିକ ମାନଙ୍କ ଦ୍ଵାରା ଏକ ଶୋକ ସଭା ଅନୁଷ୍ଠିତ ହୋଇଯାଇଛି l ଉପସ୍ଥିତ ସାମ୍ବାଦିକ ଓ ବ୍ୟକ୍ତି ବିଶେଷ ଯୋଗଦେଇ ଓଡ଼ିଶା ସାମ୍ବାଦିକ ମହଲ ରେ ଅରିନ୍ଦମ ଆଗାମୀ ଦିନରେ ଏକ ମାଇଲ୍ ଖୁଣ୍ଟ ହୋଇ ରହିବେ ବୋଲି ମତ ବ୍ୟକ୍ତ କରିଥିଲେ l ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ ବୋଲି ସାମ୍ବାଦିକ ମାନେ କହିଥିଲେ l
BREAKING NEWS
- ତୃତୀୟ ପର୍ଯ୍ୟାୟ ମତଦାନ କାଲି, ୧୧ ରାଜ୍ୟର ୯୩ ଆସନର ହେବ ଭାଗ୍ୟ ନିରୀକ୍ଷଣ
- ଓଡ଼ୃିଶାରେ କିଏ ଗଢ଼ିବ ସରକାର? ମୋଦୀ ଦେଲେ ତାରିଖ, ପାଣ୍ଡିଆନ୍ ଦେଲେ ତାରିଖ ସହିତ ସମୟ
- ପ୍ରକାଶ ପାଇଲା ଆଇସିଏସ୍ଇ ଦଶମ ଏବଂ ଆଇଏସ୍ସି ଦ୍ୱାଦଶ ପରୀକ୍ଷା ଫଳ
- ସ୍ବାମୀ ସହ ଝଗଡା ପରେ ୬ ବର୍ଷର ଦିବ୍ୟାଙ୍ଗ ପୁଅକୁ କୁମ୍ଭୀର ମୁହଁକୁ ଫିଙ୍ଗିଲା ମା’
- ବିଜେଡି ସୁପ୍ରିମୋଙ୍କୁ ମୋଦୀଙ୍କ ଟାର୍ଗେଟ; ଆପଣଙ୍କ ମୁଖ୍ୟମନ୍ତ୍ରୀଙ୍କ ଭଳି ମୁଁ ନୁହେଁ
- ଟି୨୦ ବିଶ୍ୱକପରେ ଆତଙ୍କବାଦୀ ଆକ୍ରମଣ ଧମକ
- କନିଷିରୁ ମୋଦୀଙ୍କ ବଡ଼ ଦାବି, ତ୍ରିପୁରା ଭଳି ଏଥର ଓଡ଼ିଶାର ନିର୍ବାଚନ ଫଳାଫଳ ହେବ?
- ଆନ୍ଧ୍ର ଡିଜିପିଙ୍କୁ ବଦଳି ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ
- ବ୍ରହ୍ମପୁରରେ ମୋଦୀଙ୍କ ଅଭିଭାଷଣ; ଜୁନ୍ ୪ରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍, ୧୦ରେ ମୁଖ୍ୟମନ୍ତ୍ରୀ ଶପଥ ନେବେ
- ମନ୍ତ୍ରୀଙ୍କ ସହଯୋଗୀଙ୍କ ଘରେ ଇଡି ରେଡ୍; ମିଳିଲା ଟଙ୍କାର ପାହାଡ, ନୋଟ୍ ଗଣିଗଣି ମେସିନ ହାଲିଆ !