ଚଣ୍ଡିଗଡ଼ : କଂଗ୍ରେସ ହାଇକମାଣ୍ଡଙ୍କ ସହ ଆଲୋଚନା ପରେ ପଞ୍ଜାବ ମନ୍ତ୍ରିମଣ୍ଡଳ ତାଲିକା ଚୂଡାନ୍ତ । କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ସହ ଏନେଇ ଆଲୋଚନା କରିବା ପରେ ତାଲିକା ଚୂଡାନ୍ତ ହୋଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ଚରଣଜିତ ସିଂହ ଚନ୍ନୀ । ଗତ ସୋମବାର ମୁଖ୍ୟମନ୍ତ୍ରୀ ଦାୟିତ୍ବ ନେଇଥିବା ଚନ୍ନୀ ନୂଆ ମନ୍ତ୍ରିମଣ୍ଡଳ ପ୍ରସଙ୍ଗରେ ବର୍ତ୍ତମାନ ସୁଦ୍ଧା ୩ ଥର ଦିଲ୍ଲା ଗସ୍ତରେ ଗଲେଣି । ଗତ ସପ୍ତାହରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ କ୍ୟାପଟେନ୍ ଅମରିନ୍ଦର ସିଂହ ଇସ୍ତଫା ଦେବା ପରେ ତାଙ୍କ ସ୍ଥାନ ଗ୍ରହଣ କରିଥିଲେ ଚନ୍ନୀ । ନୂଆ ମନ୍ତ୍ରିମଣ୍ଡଳକୁ ନେଇ ବିଭିନ୍ନ ଚାପ, ବିବାଦ ଆଦି ପରିଲକ୍ଷିତ ହେଉଥିବାରୁ ଚନ୍ନୀ ତିନି ତିନି ଥର ଦିଲ୍ଲୀ ଗସ୍ତ କରିଥିଲେ । ତେବେ ଶେଷରେ ରାହୁଲ ଏହି ତାଲିକାକୁ ସ୍ବୀକୃତି ଦେଇଛନ୍ତି । ଆସନ୍ତାକାଲି ଚଣ୍ଡିଗଡରେ ଶପଥ ନେବ ନୂଆ ମନ୍ତ୍ରିମଣ୍ଡଳ ।
BREAKING NEWS
- ନେପାଳରେ ହଠାତ୍ ବନ୍ୟା ଆସିବାର କାରଣ କଣ ?
- ଲୁହାପଥର ଚୋରାଚାଲାଣ ବେଳେ ମାଡିବସିଲା ପୋଲିସ; ୩ ଗିରଫ
- ଦେଶର ୧୧ ହଜାର କିମି ରେଳପଥର ହେବ ସମ୍ପ୍ରସାରଣ: ଯୋଜନାର ରୂପରେଖ ସ୍ପଷ୍ଟ କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
- ଆପଣ ବହୁତ ହଟ୍ ଓ ବିୟୁଟିଫୁଲ୍’; ରିଆଲିଟି ସୋ’ରେ ମଲ୍ଲିକାଙ୍କୁ ଖୋଲା ପ୍ରଶଂସା କରି ଚର୍ଚ୍ଚାରେ ଲାଲୁଙ୍କ ପୁଅ
- ଜଣେ ବ୍ୟକ୍ତି କେତୋଟି କ୍ରେଡିଟ୍ କାର୍ଡ ରଖିପାରିବେ? ଜାଣନ୍ତୁ କ’ଣ ରହିଛି ଆରବିଆଇର ନୂଆ ନିୟମ
- ଚିନି ବନ୍ଦ କଲେ କମିବ କି ଡାଇବେଟିସ୍? ସ୍ୱାସ୍ଥ୍ୟ ବିଶେଷଜ୍ଞ ଓ ମେଡିକାଲ୍ ରିସର୍ଚ୍ଚରୁ ଜାଣନ୍ତୁ ସତ୍ୟତା
- ପାର୍ବଣ ପୂର୍ବରୁ ସରକାରଙ୍କ ବଡ଼ ପଦକ୍ଷେପ: କଳାବଜାରୀ ରୋକିବାକୁ ନୂଆ ନିୟମ, ନିୟନ୍ତ୍ରଣକୁ ଆସିଲା ଦର
- Jail Warder Brutally Attacked:ଜେଲ୍ ୱାର୍ଡେନଙ୍କୁ ଭୁଜାଲିରେ ପ୍ରାଣାନ୍ତକ ଆକ୍ରମଣ;ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର
- ଓଡ଼ିଶାର ଇଞ୍ଜିନିୟରିଂ କଲେଜରେ ହାହାକାର: ଓଜେଇଇ ନାମଲେଖା ପରେ ଖାଲି ପଡ଼ିଛି ୩୭ ହଜାର ବି-ଟେକ୍ ସିଟ୍
- ପୂର୍ବତନ ବିଧାୟକ ସତ୍ୟ ଭୂଷଣଙ୍କ ପରଲୋକ;ବିଭିନ୍ନ ମହଲରୁ ଗଭୀର ଶୋକପ୍ରକାଶ

Comments are closed.