କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଦଶପୁର ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକ ହେଲେ ଦଶପୁର ଗ୍ରାମର ଘନଶ୍ୟାମ ମେହେର । ଆଜି ସକାଳେ ଘନଶ୍ୟାମ ନିଜ ମୋଟର ସାଇକେଲ ଗ୍ୟାରେଜକୁ ଯାଇ ମିଟର ସ୍ବିଚକୁ ଅନ୍ କରିଥିଲେ । ହେଲେ ମିଟର ଲିକ୍ ଥିବାରୁ ବିଦ୍ୟୁତ ସଂସ୍ପର୍ଶରେ ଆସିଥିଲେ । ତାଙ୍କୁ ଲୋକେ ଆମ୍ବୁଲାନ୍ସରେ ଆଣି ଧର୍ମଗଡ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ହେଲେ ଡାକ୍ତର ଘନଶ୍ୟାମଙ୍କୁ ମୃତ ଘୋଷଣା କରିଥିଲେ । ଏଭଳି ଏକ ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।
BREAKING NEWS
- ଟିମ୍ ଇଣ୍ଡିଆକୁ ବଡ଼ ଝଟ୍କା, ଆହତ ହୋଇ ଦଳରୁ ବାହାରିଲେ ପ୍ରସିଦ୍ଧ କୃଷ୍ଣା
- ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- HALରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ର ଉଦ୍ଘାଟନ କଲେ ରାଜନାଥ ସିଂହ
- ପାକିସ୍ତାନ ଗୁପ୍ତଚର ମାମଲାରେ ଆନ୍ଧ୍ର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୩ ନୌସେନା କର୍ମଚାରୀଙ୍କ ସମେତ ୧୮ ଜଣ ସନ୍ଦିଗ୍ଧ ଓ ୨ ଗିରଫ
- କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ସମ୍ବଲପୁରରେ ୪ ଅଣ୍ଡରପାସ୍ ସହ ଫ୍ଲାଇଓଭର ଦାବି
- ଦୁର୍ଗା ପୂଜା ପୂର୍ବରୁ କୁଖ୍ୟାତ ଅପରାଧୀ ଘର ଉପରେ ବୁଲିଲା ବୁଲ୍ଡୋଜର
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
- ଅଧିକ ସୁରକ୍ଷିତ ଓ ସୁଦୃଢ଼ ଭିତ୍ତିଭୂମି ନିର୍ମାଣ ପାଇଁ ଅଗ୍ନି ପ୍ରତିରୋଧୀ ଷ୍ଟ୍ରକ୍ଚରାଲ୍ ଷ୍ଟିଲ୍ ବିକଶିତ କଲା ଟାଟା ଷ୍ଟିଲ୍
- ସୌମ୍ୟରଞ୍ଜନ ହତ୍ୟା ମାମଲା: DGP କହିଲେ, ସମ୍ପୂର୍ଣ୍ଣ ସତ୍ୟ ସାମ୍ନାକୁ ଆସିବା ପର୍ଯ୍ୟନ୍ତ ଜାରି ରହିବ ତଦନ୍ତ

Comments are closed.