ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବାତ୍ୟା ଗୁଲାବର ପ୍ରଭାବ । ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଥିବା ବେଳେ ମାଲକାନଗିରିଠାରୁ ମୋଟୁକୁ ସଂଯୋଗ କରୁଥିବା ପୋଲ ଉପରେ ଦୁଇ ଫୁଟର ପାଣି ପ୍ରବାହିତ ହେଉଛି । କାଙ୍ଗୁରକୋଣ୍ଡା ଓ ଏମଭି-୯୬ ପୋଲ ଉପରେ ଦୁଇ ଫୁଟର ପାଣି ପ୍ରବାହିତ ହେଉଛି । ଫଳରେ ଯାତ୍ରୀ ମାନେ ରାସ୍ତାର ଉଭୟ ପାର୍ଶ୍ୱରେ ଛିଡା ହୋଇ ରହିଥିବା ବେଳେ ପ୍ରଶାସନ ପକ୍ଷରୁ ନାଲି ଫିତା ଲଗାଯାଇ ପୋଲ ପାଖକୁ ନଯିବା ଲାଗି ଜନସାଧାରଣଙ୍କୁ କୁହାଯାଇଛି ।
BREAKING NEWS
- ଓଡ଼ିଆ ଯବାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
- ଭାରତର ଏହି ସ୍ୱଦେଶୀ ବ୍ରାଉଜର୍ କ୍ରୋମ୍-ଫାୟାରଫକ୍ସକୁ ଦେବ ଟକ୍କର
- ଓଡ଼ିଶାରେ କଇଁଛଙ୍କ ସଂଖ୍ୟା ୧୫.୧୧ ଲକ୍ଷ ଟପିଲା
- ଥାନା IIC ଙ୍କୁ ସଂଘବଦ୍ଧ ଆକ୍ରମଣ, ୨୦ ଅଟକ
- ବିରଜା ମନ୍ଦିର ଭିତରେ ପଶିଲେ ବିଦେଶୀ ନାଗରିକ
- ଏଣିକି ଲୁଣି ପାଣିରେ ବିଘଟିତ ହେବ ପ୍ଲାଷ୍ଟିକ!
- ଇରାନକୁ ଟ୍ରମ୍ପଙ୍କ ବୋମାମାଡ଼ ଧମକ
- ରାଜ୍ୟବ୍ୟାପୀ ଓଡିଶା ଦିବସ ପାଳିବ ବିଜେଡି
- ଧୋନିଙ୍କୁ କାହିଁକି ଏସବିଆଇ ଦିଏ ୬ କୋଟି ଟଙ୍କା? କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ
- ଇଣ୍ଡିଗୋ ଉପରେ ୯୪୪ କୋଟି ଟଙ୍କାର ଜୋରିମାନା
Comments are closed.