କେନ୍ଦୁଝର : କେନ୍ଦୁଝରରେ ଲଜ୍ଜା । ଗାଁକୁ ରାସ୍ତା ନଥିବାରୁ ପୁଣି ଖଟିଆରେ ବୁହାହେଲେ ରୋଗୀ । କେନ୍ଦୁଝର ବାରିଆ ଥାନା ସିରିକୁଆଁ ଗାଁ ତେନ୍ତୁଳିଖୁଣ୍ଟି ସାହିରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗାଁ ର ବୃଦ୍ଧା ପରମେଶ୍ୱର ନାୟକ ଝାଡା ବାନ୍ତିରେ ଆକ୍ରାନ୍ତ ହୋଇ ଗୁରୁତର ହୋଇପଡ଼ିଥିଲେ। ଗାଁ କୁ ରାସ୍ତା ନଥିବାରୁ ଆମ୍ବୁଲାନ୍ସ ନଆସିପାରିବାରୁ। ଦୀର୍ଘ ୨ କିଲୋମିଟର କିଲୋମିଟର ଖଟିଆରେ ବୁହାହେବା ପରେ ଆମ୍ବୁଲାନ୍ସ ସହାୟତାରେ ବୃଦ୍ଧ ଜଣକ ମେଡିକାଲରେ ପହଁଚିଛନ୍ତି। ଯାହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।
BREAKING NEWS
- କେମିତି କରବେ E-Fasting …?
- ୩୭ତମ ସବ ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚମ୍ପିୟାନସିପ୍; ବାଳିକା ସିଙ୍ଗଲ ୧୫ ଓ ୧୭ ବର୍ଷରୁ କମ୍ ବର୍ଗ ସେମିଫାଇନାଲରେ ଓଡ଼ିଆ ଖେଳାଳୀ
- ଲଣ୍ଡନରେ ଶାହରୁଖ ଓ କାଜୋଲଙ୍କ ବ୍ରୋଞ୍ଜ ପ୍ରତିମା ଉନ୍ମୋଚନ
- ବାଲ୍ୟବିବାହ ମୁକ୍ତ ଭାରତ ପାଇଁ ସଚେତନତା ଅଭିଯାନ ଆରମ୍ଭ
- ପୁରୁଣା ଆପାର୍ଟମେଣ୍ଟ ବିକ୍ରି ନିୟମକୁ ସହଜ କଲେ ଓଡ଼ିଶା ସରକାର
- ପୁଟିନଙ୍କ ବିମାନ ଉପରେ ସାରା ବିଶ୍ୱର ନଜର, ଜାଣନ୍ତୁ କେତେ ଜଣ କଲେ ଲାଇଭ୍ ଟ୍ରାକ୍..
- ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ: କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା
- ହେଡେନଙ୍କୁ ଉଲଗ୍ନ ହେବାରେ ବଂଚାଇ ଦେଲେ ରୁଟ
- ପୁଟିନଙ୍କ ପାଇଁ ପ୍ରୋଟୋକଲ ଭାଙ୍ଗିଲେ ମୋଦି…
- କଳିଙ୍ଗା ଘାଟିର ଦୁର୍ଘଟଣା ପ୍ରବଣ ଚିହ୍ନଟ ସ୍ଥାନରେ ଲାଗିଲା ଭେଇକଲ ସେନ୍ସର୍ ଆଲର୍ଟ ଯନ୍ତ୍ର
Comments are closed.