ବାଲେଶ୍ବର : ବାଲେଶ୍ବର ଜିଲ୍ଲା ନୀଳଗିରି ରେଞ୍ଜ ଗୋପୀନାଥପୁର ଗାଁରେ ଭାଲୁ ଆତଙ୍କ । ଭାଲୁ ଆକ୍ରମଣରେ ୨ ଜଣ ଗୁରୁତର ହୋଇଥିବା ବେଳେ, ସେମାନଙ୍କୁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ଗୁରୁତରମାନେ ହେଲେ ଗୋପୀନାଥପୁର ଗାଁର ମୁକୁନ୍ଦ ରାଉତ ଓ ଚଣ୍ଡୀପୁର ଅଞ୍ଚଳର ପ୍ରଭାକର ମହାନ୍ତି । ଗାଁରେ ଭାଲୁ ବୁଲୁଥିବା ବେଳେ ହିଂସ୍ର ହୋଇ ପାଳଭୂତକୁ ମଧ୍ୟ ଆକ୍ରମଣ କରୁଛି । ଯାହାକୁ ନେଇ ଗାଁରେ ଭୟର ବାତାବରଣ ଦେଖାଦେଇଛି । ଏନେଇ ବନ ବିଭାଗକୁ ଖବର ଦେବା ପରେ ବନ ବିଭାଗ ପକ୍ଷରୁ ଭାଲୁଟିକୁ ସ୍ବର୍ଣ୍ଣଚୁଡ଼ ପାହାଡକୁ ଘଉଡ଼ାଇବା ପାଇଁ ଉଦ୍ୟମ କରାଯାଉଛି । ବାରମ୍ବାର ସ୍ଥାନୀୟ ଅଞ୍ଚଳରେ ଭାଲୁଙ୍କର ଉପଦ୍ରବ ଲାଗି ରହୁଛି । ତେଣୁ ଭାଲୁଙ୍କୁ ଘଉଡାିବାକୁ ଦାବି କରିଛନ୍ତି ସ୍ଥାନୀୟ ବାସିନ୍ଦା ।
BREAKING NEWS
- ସିଲେକ୍ସନ ନୁହେଁ ଏଥର ଓସିଏରେ ନିର୍ଵାଚନ !
- Maoist Dump: ଜଙ୍ଗଲରୁ ମାଓବାଦୀ ଡମ୍ପ ଠାବ;ଦେଶୀ ବନ୍ଧୁକ, ଆଇଡି ଓ ବିସ୍ଫୋରକ ଜବତ
- ନେପାଳରେ ଭୟଙ୍କର ବନ୍ୟା; ଦେଖୁଦେଖୁ ଭାସିଗଲା ଘର ଓ ପାୱାର ପ୍ରୋଜେକ୍ଟ
- Kriti Sanon’s ad: କ୍ରିତି ସାନନଙ୍କ ରକ୍ଷାବନ୍ଧନ ପୋଷାକକୁ ନେଇ ବିବାଦ, ତୀବ୍ର ବିରୋଧ ପରେ ବିଜ୍ଞାପନ ହଟାଇଲା GIVA
- Rebels MPs: ବଢିଲା ବିଦ୍ରୋହୀ ସାଂସଦଙ୍କ ଅଡୁଆ, ସୁପ୍ରିମକୋର୍ଟ ପରେ ଏବେ ବାଚସ୍ପତିଙ୍କ ନୋଟିସ୍, ୭ ଦିନ ମଧ୍ୟରେ ଜବାବ ତଲବ
- Kirana Hills: ପାକିସ୍ତାନର ପରମାଣୁ ଠିକଣାକୁ ଆକ୍ରମଣ କରିଥିଲା କି ଭାରତ? ଅପରେସନ ସିନ୍ଦୂରର ଗୁମର ଖୋଲିଲେ ପୂର୍ବତନ CDS
- Blast At Hospital: ହସ୍ପିଟାଲରେ AC ବିସ୍ଫୋରଣରୁ ଭୟଙ୍କର ଅଗ୍ନିକାଣ୍ଡ, ଚାଲିଗଲା ୧୫ କଅଁଳ ଶିଶୁଙ୍କ ଜୀବନ…
- ଜମି ଜାଲିଆତି ଘଟଣା; ୨ ରାଜସ୍ୱ ଅଧିକାରୀ ନିଲମ୍ବିତ
- ଶରଣକୁଳ ଥାନା ପୂର୍ବତନ IIC ସୁଜିତ ଦାସଙ୍କ ବିରୋଧରେ NBW ଜାରି
- ହସ୍ପିଟାଲରୁ ଫେରାର ବିଚାରାଧୀନ କଏଦୀ

Comments are closed.