ମାଲକାନଗିରି : ମାଲକାନଗିରି ଛତିଶଗଡ଼ ସୀମାନ୍ତ ବିଜାପୁରରେ ମାଓ ହିଂସା । ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ପୋରଣରେ ଦୁଇ ସିଆରପିଏଫ୍ ଯବାନ ଗୁରୁତର। ମୋଦକପାଲ୍ ଥାନା ଅନ୍ତର୍ଗତ ହାଲବାପଡ଼ା ଗାଁ ନିକଟରେ ହୋଇଛି ବିସ୍ପୋରଣ । ଆହତ ଯବାନଙ୍କୁ ବିଜାପୁର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆହତ ଦୁଇ ଯବାନ ହେଉଛନ୍ତି ବାଲ କିଶାନ ଓ ସୋନିଦୁଲ୍ ଇସଲାମ୍ । ରାସ୍ତା ନିର୍ମାଣ କାମରେ ଯବାନ ମାନେ ସୁରକ୍ଷା ଦାୟିତ୍ୱରେ ନିୟୋଜିତ ଥିବା ବେଳେ ଏହି ବିସ୍ପୋରଣ ହୋଇଥିଲା । ସୂଚନା ଦେଲେ ବିଜାପୁର ଏସପି କୋମଳ ଲୋଚନ କାଶ୍ୟବ।
BREAKING NEWS
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
- ପୁଟିନଙ୍କ ରୁଷିଆରେ ଭାରତର ୧୦୦ ଟଙ୍କା ହୋଇଯାଏ କେତେ?
- Temple money belongs to deity: ମନ୍ଦିରର ଟଙ୍କା କାହାର? ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ
- IndiGo ପାଇଲଟଙ୍କୁ କେତେ ମିଳେ ଦରମା? ଜାଣିଲେ ହୋଇଯିବେ କାବା !
- ଭାରତର ସବୁଠୁ ବଡ ପରମାଣୁ ଶକ୍ତି କେନ୍ଦ୍ରକୁ ନେଇ ପୁଟିନ କଲେ ଏହି କମିଣ୍ଟମେଣ୍ଟ…
- ପୁଟିନଙ୍କ ଭାରତ ଗସ୍ତ: ଥରୁର ପାଇଲେ ନିମନ୍ତ୍ରଣ ପତ୍ର, ହେଲେ ରାହୁଲ ଗାନ୍ଧୀଙ୍କୁ ମିଳିଲାନି…
- ପୁରୀରେ ଆୟୋଜିତ ହେଲା ଓଡିଶା-ଆସାମ ସାହିତ୍ୟ ଉତ୍ସବ
Comments are closed.