Latest Odisha News

ଯାଜପୁରରେ ମାତିଛନ୍ତି ଚୋର, ଦୋକାନରୁ ଚୋରି ଅଭିଯୋଗ

ଯାଜପୁର : ଯାଜପୁରରେ ମାତିଛନ୍ତି ଚୋର । ଯାଜପୁର ଜିଲ୍ଲା ବିଝାରପୁର ଥାନା ବାଳମୁକିଳି ଛକରେ ବିଳମ୍ବିତ ରାତିରେ ଦୋକାନ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି । ପ୍ରାୟ ୩ଟି ଦୋକାନରୁ ଚୋର ମାନେ ସ୍କାଇ ଲାଇଟ ଭାଙ୍ଗି ବହୁ ଜିନିଷ ପତ୍ର ଲୁଟ୍ କରିଛନ୍ତି ।

ବଜାରରେ ଥିବା ମେଡିସିନ ଷ୍ଟୋର ,ଭେରାଇଟ ଷ୍ଟୋର ଓ ଅନ୍ୟଏକ ଷ୍ଟୋରରୁ ଚୋରି ହୋଇଥିବା ଦେଖିବାକୁ ମିଳିଥିଲା । ଏନେଇ ଦୋକାନି ମାନେ ବିଝାରପୁର ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ ଜାରି ରଖିଛି।

Leave A Reply

Your email address will not be published.