କେନ୍ଦୁଝର : ଘଷିପୁରା ଥାନା ଇନ୍ଦୁପୁରା ଗାଁରେ ଅଭାବନୀୟ ଘଟଣା । ଫ୍ରି ଫାୟାର ଗେମ୍ ନେଲା ଜଣେ ଛାତ୍ରର ଜୀବନ । ମୃତ ଛାତ୍ର ଜଣକ ହେଲେ ଆନନ୍ଦପୁର ଆର୍ଦଶ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ର ସୌମ୍ୟରଞ୍ଜନ ଜେନା । ସୌମ୍ୟ ଆଜି ମୋବାଇଲରେ ଫ୍ରି ଫାୟାର ଗେମ୍ ଖେଳିବାକୁ ମା’ଙ୍କୁ ମୋବାଇଲ୍ ମାଗିଥିଲେ । ହେଲେ ପରୀକ୍ଷା ଥିବାରୁ ମୋବାଇଲ ଦେବାକୁ ମନା କରିଥିଲେ ମା’ । ଏଥିରେ ରାଗି ଯାଇ ସୌମ୍ୟ ଛାତ ଉପରେ ବେକରେ ରଶି ଲଗାଇ ଦେଇଥିଲେ । ପରିବାର ଲୋକ ତାଙ୍କୁ ଉଦ୍ଧାର କରି ଆନନ୍ଦପୁର ଡାକ୍ତରଖାନାକୁ ଆଣିଥିଲେ । ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏହି ଖବର ଜଣାପଡିବା ପରେ ଆନନ୍ଦପୁର ଆଦର୍ଶ ବିଦ୍ୟାଳୟରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି ।
BREAKING NEWS
- Pakistan Imposes ‘Smart Lockdown’:ପାକିସ୍ତାନରେ ଲାଗିଲା ‘ସ୍ମାର୍ଟ ଲକଡାଉନ୍’, ବଡ଼ ଘୋଷଣା କଲେ ଶାହାବାଜ୍ ସରକାର
- ଯାଜପୁରରେ ଫୁଟିଲା ଗୁଳି, ଚିକିତ୍ସାଧୀନ ଅବସ୍ଥାରେ ଯୁବକ ମୃତ
- Saudi-Bahrain bridge closed: ଟ୍ରମ୍ପଙ୍କ ଧମକ ପରେ ଇସ୍ରାଏଲକୁ ଇରାନର ଚେତାବନୀ, ବନ୍ଦ୍ ହେଲା ସାଉଦି-ବାହରିନ ସେତୁ
- Virat Kohli Seen ‘Dhurandhar 2’ : ‘ଦେଖିନଥିଲି ଏମିତି ସିନେମା…’, ରଣବୀର ସିଂହଙ୍କ ‘ଧୁରନ୍ଧର ୨’ ଦେଖି ପୁରା ଫିଦା ବିରାଟ କୋହଲି
- ଅଡୁଆ କରୁଛନ୍ତି ମନ୍ତ୍ରୀ, ସଜାଡୁଛନ୍ତି ସଚିବ
- Artemis II crew Emotional: ଜହ୍ନରେ କାନ୍ଦିଲା ମଣିଷ! କିଛି ଏମିତି ଦେଖିଲା, ଯାହା କେବେ କିଏ ଦେଖିନଥିଲେ…
- ଇସ୍ତଫା ଦେଲେ ଏୟାର ଇଣ୍ଡିଆର ସିଇଓ, ହଠାତ୍ ଏହି ବଡ଼ ନିଷ୍ପତ୍ତି ନେଲେ କାହିଁକି?
- ‘ଅମରାବତୀ’ ଏବେ ଆନ୍ଧ୍ର ପ୍ରଦେଶର ଏକମାତ୍ର ରାଜଧାନୀ
- ଓଲିଉଡର ଜଣାଶୁଣା ବରିଷ୍ଠ ଫିଲ୍ମ ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ
- Odisha Weather Update: ଆହୁରୀ ସପ୍ତାହେ କାଳବୈଶାଖୀ ଆଶଙ୍କା, ୨୦ ଜିଲ୍ଲାକୁ ଝଡବର୍ଷା ସତର୍କତା
Comments are closed.