Latest Odisha News

BREAKING NEWS

ରାଜ୍ୟରେ ୪୭୮ ନୂଆ ଆକ୍ରାନ୍ତ; ୫୭ ଛୁଆ ପଜିଟିଭ

ଭୁବନେଶ୍ବର: ରାଜ୍ୟରେ ଖସୁଛି ଦୈନିକ କରୋନା ମାମଲା। ଗତ ୨୪ ଘଣ୍ଟାରେ ୪୭୮ଟି କରୋନା ମାମଲା ରିପୋର୍ଟ ହୋଇଛି। ସେଥିରୁ ୧୮ ବର୍ଷ ଭିତରେ ୫୭ ଜଣ ଛୁଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୮୧ ଜଣ କ୍ବାରେଣ୍ଟାଇନ୍‌ରୁ ଥିବା ବେଳେ ଲୋକାଲ୍‌ କେସ୍‌ ରହିଛି ୧୯୭।

ସେହିପରି ଅନୁଗୁଳରୁ ୭, ବାଲେଶ୍ବରରୁ ୨୫, ଭଦ୍ରକରୁ ୪, କଟକରୁ ୫୭, ଢେଙ୍କାନାଳରୁ ୧୨, ଗଜପତିରୁ ୨, ଗଞ୍ଜାମରୁ ୩, ଜଗତସିଂହପୁରରୁ ୨୯, ଯାଜପୁରରୁ ୧୬, ଝାରସୁଗୁଡାରୁ ୭, କଳାହାଣ୍ଡିରୁ ୧, କେନ୍ଦ୍ରପଡାରୁ ୩, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୨୧୧, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୧୩,ନୟାଗଡରୁ ୨, ପୁରୀରୁ ୧୪, ସମ୍ବଲପୁରରୁ୧୨, ସୋନପୁରରୁ ୧, ସୁନ୍ଦରଗଡରୁ ୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Comments are closed.