ଗଜପତି : ଗଜପତି ଜିଲ୍ଲା ଅଡବା ପୋଲିସକୁ ମିଳିଛି ବଡ଼ ସଫଳତା । ଅଡବା ପୋଲିସ ପେଟ୍ରୋଲିଂ ବେଳେ ମନ୍ଦ୍ରାବାଜୁ ଛକ ନିକଟରୁ ଏକ ଏକ ଟ୍ରକରୁ ଜବତ ହୋଇଛି ବିପୁଳ ପରିମାଣର ଗଞ୍ଜେଇ । ଉତ୍ତରପ୍ରଦେଶ ନମ୍ବର ଥିବା ଏକ ଟ୍ରକକୁ ଚେକିଂ ବେଳେ, ସେଥୁରୁ ଜବତ ହୋଇଛି ୭୦ ବସ୍ତାରେ ଗଞ୍ଜେଇ । ଘଟଣାସ୍ଥଳରୁ ଟ୍ରକକୁ ପୋଲିସ ଜବତ କରିବା ସହ ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଟ୍ରକ ଡ୍ରାଇଭର ଓ ହେଲପରକୁ ଗିରଫ କରିଛି ଅଡବା ପୋଲିସ । ଜବତ ହୋଇଥିବା ଗଞ୍ଜେଇ ୨୦ କୁଇଣ୍ଟାଲରୁ ଅଧିକ ଥିବା ବେଳେ, ଏହାର ଆନୁମାନିକ ମୂଲ୍ୟ ୧ କୋଟଇରୁ ଅଧିକ ହେବ । ଜଗତ ହୋଇଥିବା ଗଞ୍ଜେଇ ଅଡବା ଅଞ୍ଚଳରୁ ଉତ୍ତରପ୍ରଦେଶକୁ ଚଲାଣ ହେଉଥିବା ବେଳେ ଏହାକୁ ଜବତ କରିଛି ପୋଲିସ ।
BREAKING NEWS
- Ama Bus:ପୁଣି ଆମ ବସ୍ ଧକ୍କାରେ ଗଲା ଜୀବନ, ବାଇକ୍ ଆରୋହୀ ଯୁବକଙ୍କ ମୃତ୍ୟୁ
- ଉଦଯାପିତ ହେଲା ୩୬ ତମ କୋଣାର୍କ ଉତ୍ସବ; ଶେଷ ସନ୍ଧ୍ୟାରେ ଯୋଗ ଦେଲେ ରାଜ୍ୟପାଳ
- Junior Hockey World Cup 2025: ସୁଟଆଉଟରେ ବେଲଜିୟମକୁ ପରାସ୍ତ କରି ଭାରତ ସେମିଫାଇନାଲରେ …
- 37th Sub Junior National Badminton Championship: ଫାଇନାଲରେ ଓଡ଼ିଆ ଯୋଡି ସ୍ଵାତୀ-ନିମିଶା
- ବିଡିଏ ପକ୍ଷରୁ ‘ଏକାମ୍ର ୱାକ୍’; ମୁଖ୍ୟ ଆକର୍ଷଣ ରହିବ ବୌଦ୍ଧର ଶବର ଶବରୁଣୀ ନାଟ
- Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
Comments are closed.