କଳାହାଣ୍ଡି: ପୁଣି ଭିଜିଲାନ୍ସ ରେଡ୍ । ଲାଞ୍ଚ ନେଇ ଧରାପଡିଲେ ସିଡିପିଓ । ଭିଜିଲାନ୍ସ ହାତରେ ଧରାପଡିଲେ କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ସିଡିପିଓ । ଛତୁଆ ବିଲ୍ ପାସ୍ ପାଇଁ ନେଉଥିଲେ ଟଙ୍କା । ଛତୁଆ ବିଲ୍ ପାସ୍ ପାଇଁ ୮୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଗିରଫ କରିଛି । ଲାଞ୍ଜିଗଡ଼ ଆଇ.ସି.ଡି.ଏସ ସିଡିପିଓ ମୀନା କୁମାରୀ ପାତ୍ର ସୋମବାର ଦିନ କାର୍ଯ୍ୟାଳୟରେ ଲାଂଚ ଟଙ୍କା ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ତାଙ୍କୁ ଧରିଛି । ୫ ଗୋଟି ଏସଏଚଜିର ଛତୁଆ ବିଲ୍ ବାବଦକୁ ୧୧ ଲକ୍ଷ ୫୯ ହଜାର ଟଙ୍କା ବିଲ୍ ପାସ୍ କରିବାକୁ ୮୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ।
BREAKING NEWS
- ଜ୍ୟାକି ଚାନଙ୍କ ମୃତ୍ୟୁ ପରେ ରିଲିଜ ହେବ ତାଙ୍କର ଶେଷ ଗୀତ
- ହକି ଇଣ୍ଡିଆ ଲିଗ୍-୨୦୨୬: ଚମକିଲେ ଓଡ଼ିଶା ନାଭାଲ୍ ଟାଟା ହକି ଏଚ୍ପିସି କ୍ୟାଡେଟ୍
- ରାଜଧାନୀରେ ବୁଲିଲା ଖଣ୍ଡା; ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ..
- Iran Fortifies Nuclear Sites: ମାଟି ତଳେ ଇରାନର ପରମାଣୁ ବମ୍, ତାଟକା ଡୋନାଲ୍ଡ ଟ୍ରମ୍ପ୍!
- Youth Arrested: ପାକିସ୍ତାନ ପାଇଁ ଗୁଇନ୍ଦାଗିରି ପଡିଲା ମହଙ୍ଗା; ଯୁବକ ଗିରଫ
- Sunetra Pawar Oath Ceremony: NDA ସରକାରରେ ଯୋଗ ଦେବେ କି ଶରଦ ପାୱାର?, ସୁନେତ୍ରାଙ୍କ ରାଜ୍ୟାଭିଷେକ ନେଇ ଦେଲେ ବଡ଼ ବୟାନ…
- ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ନୀତି ନିର୍ଘଣ୍ଟ: ଜାଣନ୍ତୁ କେଉଁ ସମୟରେ ଉଠିବ ମହାଦୀପ…
- ଫେବୃଆରୀ ୨ ଯାଏଁ ରାଜ୍ୟରେ କୁହୁଡ଼ି ସମ୍ଭାବନା, ୪ ଯାଏଁ ଅଧିକାଂଶ ସ୍ଥାନରେ ବଢିବ ରାତି ତାପମାତ୍ରା
- ସରକାରଙ୍କ ବଡ଼ ଘୋଷଣା: ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ…
- ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲ୍ଲା ପ୍ରଶାସନ
Comments are closed.