ଭୁବନେଶ୍ୱର: ଆଜିଠୁ ଓଜେଇଇ କାଉନସେଲିଂ । ଆଜିଠୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା OJEE ପାଇଁ କାଉନସେଲିଂ ପ୍ରକ୍ରିୟା । MBA, MCA, MTech, ଏମ୍ ଆର୍କ, ଏମ୍ ଫାର୍ମା, ଲାଟେରାଲ ଟେକ୍ , ଲାଟେରାଲ ଟେକ୍ ବିଏସ୍ ସି, ଲାଟେରାଲ ଫାର୍ମା, ଏମ୍ ଇଣ୍ଟିଗ୍ରେଟେଡ ଏମ୍ ବିଏରେ ନାମ ଲେଖାଇବା ପାଇଁ ଆଜିଠୁ ଓ୍ବେବ କାଉନସେଲିଂ । କାଉନସେଲିଂ ନେଇ ଓଜେଇଇର ଅଫିସିଆଲ ୱେବସାଇଟ www.odishajee.nic.in ରେ ତଥ୍ୟ ଉପଲବ୍ଧ ହେବ । ଏନେଇ ଓଜେଇଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
Comments are closed.