Latest Odisha News

ଏପ୍ରିଲ ୯ରେ ରାହୁଲଙ୍କ ଓଡିଶା ଗସ୍ତ

ଭୁବନେଶ୍ୱର : କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଦଳୀୟ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନୀ ପ୍ରଚାର କରିବା ଲାଗି ଏପ୍ରିଲ ୯ ତାରିଖରେ ପୁଣି ଓଡିଶା ଗସ୍ତରେ ଆସୁଛନ୍ତି l

ଓପିସିସି ମୁଖ୍ୟ ନିରଞ୍ଜନ ପଟ୍ଟନାୟକଙ୍କ ସୂଚନା ଅନୁଯାୟୀ ଏହି ଗସ୍ତବେଳେ ରାହୁଲ ଗାନ୍ଧୀ ଗଂଜାମ ଜିଲ୍ଲା ଦିଗପହଣ୍ଡିରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି l

 

Leave A Reply

Your email address will not be published.