ସୁବର୍ଣ୍ଣପୁର: ଜଣେ ସିଆର୍ପିଏଫ୍ ଯବାନଙ୍କ ମୃତ୍ୟୁ ଘଟଣା ସୁବର୍ଣ୍ଣପୁରରେ ଚାଚଂଲ୍ୟ ଖେଳାଇଛି । ମୃତ ଯବାନ ପ୍ରତାପ ନାଏକଙ୍କ ଘର ମଝିପଡା ବୋଲି ଜଣାପଡିଛି । ଟ୍ରେନରେ ଘରକୁ ଫେରୁଥିବାବଳେ ଆସାମର ଲମଟିଂରେ ତାଙ୍କ ମୃତଦେହ ଉଦ୍ଧାର ହୋଇଛି । ତାଙ୍କ ମୃତଦେହରେ ବହୁ ଗଭୀର ଆଘାତ ଥିବାବେଳେ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି ।
BREAKING NEWS
- Leheriya Saree: ଫ୍ୟାଶନ୍ ଟ୍ରେଣ୍ଡ୍ରେ ଲହରିୟା ଶାଢ଼ୀର ଯାଦୁ: କରିନା, ଆଲିଆ ଓ ଶିଳ୍ପାଙ୍କ ଗ୍ଲାମରସ୍ ଲୁକ୍ ଦେଖନ୍ତୁ
- Pm Modi Classmate Seeks Justice: ପ୍ରଧାନମନ୍ତ୍ରୀଙ୍କ କ୍ଲାସମେଟ୍ ମାଗୁଛନ୍ତି ନ୍ୟାୟ: ମୀରା ରୋଡ୍ ଜମି ବିବାଦରେ ସିବିଆଇ ତଦନ୍ତ ଦାବି କଲେ ଅସଗର ଅଲ୍ଲୀ
- BRICS Summit 2026: ଡିସେମ୍ବରରେ ଏକାଠି ହୋଇପାରନ୍ତି ମୋଦୀ, ପୁଟିନ୍, ଜିନପିଙ୍ଗ୍ ଓ ଟ୍ରମ୍ପ: ଜି-୨୦ ସମ୍ମିଳନୀ ପୂର୍ବରୁ ଋଷର ବଡ଼ ସଙ୍କେତ
- Orangutan Trafficking Case: ଓରାଙ୍ଗଉଟାନ ଚୋରାଚାଲାଣ ମାମଲା: ସାମ୍ନାକୁ ଆସିଲା ଫେରାର ଦୀଘା ହୋଟେଲ ମାଲିକଙ୍କ ଫଟୋ
- Missing Indonesian passenger ship:୨୪୦ଯାତ୍ରୀଙ୍କୁ ନେଇ ଯାଉଥିବା ଜାହାଜ ନିଖୋଜ;ସର୍ଚ୍ଚ ଅପରେସନ ଜାରି
- Police Attack:ପାଟ୍ରୋଲିଂ ସମୟରେ କନଷ୍ଟେବଳଙ୍କୁ କାର ଚଢାଇ ଜୀବନରୁ ମାରି ଦେବାକୁ ଉଦ୍ୟମ;୨ କୁଖ୍ୟାତ ଡ୍ରଗ୍ ମାଫିଆ ଗିରଫ
- BRICS gala dinner:ପ୍ରଧାନମନ୍ତ୍ରୀ ମୋଦୀଙ୍କ ଭବ୍ୟ ରାତ୍ରିଭୋଜନରେ ଜିନପିଙ୍ଗ କାହିଁକି ଯୋଗ ଦେଲେନାହିଁ? ଏହାର କାରଣ…
- ଆଜିଠାରୁ ରାଜ୍ୟରେ କମିବ ବର୍ଷା; ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- Police Encounter: ଜଙ୍ଗଲ ନିକଟରେ ଏନ୍କାଉଣ୍ଟର;ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁତର
- National Lok Adalat: ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ: ୬୨,୪୮୭ ମାମଲାର ହେଲା ସମାଧାନ

Comments are closed.