ମୟୁରଭଞ୍ଜ: ଶହୀଦ ରଘୁନାଥ ମାହାତୋଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ଦାବି କରିଛି ମୟୁରଭଞ୍ଜ ଜିଲ୍ଲା କୁଡ଼ୁମାଲି ସାଂସ୍କୃତିକ ସଙ୍ଗଠନ। ବାରିପଦା ପୌରାଞ୍ଚଳରେ ଶହୀଦ ରଘୁନାଥ ମାହାତୋଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ପୌରାଧିକାରୀଣି ଅନ୍ୟା ଦାସଙ୍କୁ ଭେଟି ଦାବି ପ୍ରଦାନ କରିଛି କୁଡୁମାଲି ସାଂସ୍କୃତିକ ସଙ୍ଗଠନ।
ଶହୀଦ ରଘୁନାଥ ମାହାତୋ ପ୍ରଥମ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ ତଥା ଚୁଆଳ ବିଦ୍ରୋହର ପ୍ରଥମ ଶହୀଦ ଥିଲେ। ଏଥିସହିତ ଜିଲ୍ଲାର ସମସ୍ତ ନେତା ଓ ମନ୍ତ୍ରୀଙ୍କୁ ମଧ୍ୟ ଦାବି ପତ୍ର ପ୍ରଦାନ କରିଛି ସଙ୍ଗଠନ।
BREAKING NEWS
- ମହାନଦୀରେ ଆଉ ବଢ଼ିବନି ପାଣି,ଟଳୁଛି ବଡ଼ ବନ୍ୟା ଆଶଙ୍କା:ସର୍ବୋଚ୍ଚ ଯନ୍ତ୍ରୀ
- ଟି୨୦ କ୍ରିକେଟ: ପୋଲାର୍ଡଙ୍କ ବିଶ୍ୱ ରେକର୍ଡ ଭାଙ୍ଗିବାରୁ ମାତ୍ର ୨୪ ରନ୍ ଦୂରରେ ବଟଲର
- ବନ୍ୟା ପ୍ରଭାବିତ ଅଞ୍ଚଳରେ ଗୃହପାଳିତ ପଶୁପକ୍ଷୀଙ୍କ ପାଇଁ ହେଲ୍ପ ଲାଇନ୍ ନମ୍ବର ଜାରି; ୫୮ ରାପିଡ୍ ରେସପନ୍ସ ଟିମ୍ ଗଠନ
- ନୌସେନାର ନୂଆ ଡେପୁଟି ଚିଫ ହେଲେ ଭାଇସ୍ ଆଡମିରାଲ୍ ଏଏନ୍ ପ୍ରମୋଦ
- ଡୋଭାଲଙ୍କୁ ସମ୍ମାନଜନକ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର;ଯୁବବର୍ଗଙ୍କୁ କହିଲେ-ଜାତୀୟ ସ୍ୱାର୍ଥ ପାଇଁ ନିଜ ଜୀବନ ଉତ୍ସର୍ଗ କର…
- ବିଡିଏର ଏକାମ୍ର ରେସିଡେନ୍ସି ଆବାସିକ ପ୍ରକଳ୍ପର ଶୁଭାରମ୍ଭକୁ ମଞ୍ଜୁରୀ
- ବକ୍ସିଂରେ ଭାରତର ଡବଲ୍ ଗୋଲ୍ଡ; ପ୍ରୀତି,ଜସମିନ ଜିତିଲେ ସ୍ୱର୍ଣ୍ଣ
- ବିଲ୍ଡରଙ୍କ ଘରୁ ଚୋରି କରିନେଲେ ୨ କୋଟି ଟଙ୍କାର ସୁନା ଅଳଙ୍କାର ଓ ଟଙ୍କା
- ୩୭.୩୨ ଲକ୍ଷ ଆତ୍ମସାତ ଅଭିଯୋଗ; ଜୁନିଅର ଆସିଷ୍ଟାଣ୍ଟଙ୍କୁ ଗିରଫ କଲା ଭିଜିଲାନ୍ସ
- ଅଗଷ୍ଟ ୩ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ
Comments are closed.