ନୂଆଦିଲ୍ଲୀ : ଏୟାର ଇଣ୍ଡିଆ ପରେ ସେଣ୍ଟ୍ରାଲ ଇଲେକ୍ଟ୍ରୋନିକ୍ସ ଲିମିଟେଡ ବା CEL ପାଳି । ସିଇଏଲର ଶହେ ପ୍ରତିଶତ ଅଂଶଧନ ଓ ମ୍ୟାନେଜମେଣ୍ଟ କଣ୍ଟ୍ରୋଲ ବିକ୍ରି କରିବାକୁ ପ୍ରକ୍ରିୟା ଆରମ୍ଭ କରିଛନ୍ତି ସରକାର । ଏ ନେଇ ଫାଇନାନସିଆଲ ବିଡ୍ ହାସଲ ହୋଇଥିବା ନେଇ ସରକାରଙ୍କୁ ସୂଚନା ଦେଇଛି କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ । ଡିଆଇପିଏଏମ୍ ସଚିବ ତୁହିତକାନ୍ତ ପାଣ୍ଡେ ଏ ନେଇ ଟ୍ବିଟ କରି ସୂଚନା ଦେଇଛନ୍ତି । ସିଇଏଲରୁ ପୁଞ୍ଜି ପ୍ରତ୍ୟାହାର ପାଇଁ ଯୋଜନାବଦ୍ଧ ଭାବେ ରଣନୀତି ପ୍ରସ୍ତୁତ ହୋଇଛି । ସିଇଏଲକୁ କିଣିବାକୁ ଆଗ୍ରହୀ ଥିବା କମ୍ପାନୀ ପାଖରେ ୨୦୧୯ ମାର୍ଚ୍ଚ ସୁଦ୍ଧା ୫୦ କୋଟି ରହିଥିବା ଆବଶ୍ୟକ । ଏବଂ ଆସନ୍ତା ୩ବର୍ଷ ପାଇଁ ଏହି କମ୍ପାନୀ ସିଇଏଲର ଅଂଶଧନ କାହାକୁ ବିକ୍ରି କରିପାରିବେ ନାହିଁ ବୋଲି ସର୍ତ୍ତ ରଖିଛନ୍ତି ସରକାର ।
BREAKING NEWS
- ଅଜରବଇଜାନରେ ସ୍କୁଲ ଏବଂ ଶିକ୍ଷାନୁଷ୍ଠାନରେ ହିଜାବ ଉପରେ କଟକଣା
- ଘାଟିକିଆ ଓ ଗାଡ଼କଣଠାରେ ଦୁଇଟି ସୁଲଭ ଆବାସିକ ପ୍ରକଳ୍ପର ଲୋକାର୍ପଣ, ଉପକୃତ ହେବେ ୧,୬୦୮ ପରିବାର
- ଭୁବନେଶ୍ବରରେ ଦୁର୍ଗାପୂଜା ପାଇଁ ଜାରି ହେଲା ଟ୍ରାଫିକ କଟକଣା, ୬ ଦିନ ଯାଏଁ ବନ୍ଦ ରହିବ ଏହି ସବୁ ରାସ୍ତା
- ଅଡ଼ୁଆରେ ଅଭିନେତା ଇମ୍ରାନ ଖାନ; ‘ଲୁକ୍ ଆଉଟ୍ ସର୍କୁଲାର୍’ ଜାରି କରିବାକୁ ବିଜେପି ନେତାଙ୍କ ଦାବି
- ରଣଜୀ ଟ୍ରଫି: ବାଦଲଙ୍କ ପ୍ରଥମ ଥର ପାଇଁ ୫ ୱିକେଟ୍ ସଫଳତା, କିନ୍ତୁ ଗୁଜରାଟ ବିପକ୍ଷରେ ସଙ୍କଟରେ ଓଡ଼ିଶା
- ପୁଣିଥରେ ମୁମ୍ବାଇ ଇଣ୍ଡିଆନ୍ସର କ୍ୟାପ୍ଟେନ୍ ହୋଇପାରନ୍ତି ରୋହିତ ଶର୍ମା, ଜାଣନ୍ତୁ କାରଣ
- ନୂଆ IPL ପୂର୍ବରୁ ମାଷ୍ଟରଷ୍ଟ୍ରୋକ୍, ଦିଲ୍ଲୀ କ୍ୟାପିଟାଲ୍ସରେ ଯୁବରାଜ
- Smartphone Scrolling: ଅଧ୍ୟୟନରୁ ଲୁକ୍କାୟିତ ସମସ୍ୟା
- ଗୋଟିଏ ଓଭରରେ ୫ଟି ୱିକେଟ ନେଲେ ଦକ୍ଷିଣ ଆଫ୍ରିକାର ଏହି ବୋଲର
- ଐତିହାସିକ ବାଲିଯାତ୍ରାରେ ପ୍ଲାଷ୍ଟିକ୍ ବ୍ୟବହାରକୁ ନା, ନିୟମ ଭାଙ୍ଗିଲେ ଗଣିବାକୁ ପଡ଼ିବ ଜରିମାନା

Comments are closed.