ଭଦ୍ରକ: ଆଜି ଜଗତଜନନୀ ମାଆ ଦୁର୍ଗାଙ୍କ ମହାନବମୀ ପୂଜା। ଭଦ୍ରକ ସହରର ସନ୍ଥିଆ ନୀଳକଣ୍ଠପୁରରେ ଥିବା ଦୁର୍ଗାମଣ୍ଡପରେ ମହାନବମୀ ପୂଜା ପାଳିତ ହୋଇଯାଇଛି। ସକାଳ ୫ଟା ୪୦ରେ ସୂର୍ଯ୍ୟ ପୂଜା, ପରେ ମାଆଙ୍କ ପାଖରେ ଆରମ୍ଭ ହୋଇଥିଲା ମହାନବମୀ ପୂଜା। ସକାଳୁ ମା’ଙ୍କ ପାଖରେ ଚଣ୍ଡିପାଠ ଆରମ୍ଭ ହୋଇ ଦିନ ୨ଟାରେ ସରିବା ପରେ ପୂର୍ଣ୍ଣାହୂତି ଶେଷ ହୋଇଛି। ବିନା ଭକ୍ତରେ ୫ଜଣଙ୍କୁ ନେଇ ଭଦ୍ରକ ସନ୍ଥିଆ ଦୁର୍ଗା ମଣ୍ଡପରେ ଚାଲିଛି ମା’ଙ୍କ ପୂଜା। ମଣ୍ଡପରେ ତିନି ପାଶ୍ୱର୍କୁ ଆବଦ୍ଧ କରି ମା’ଙ୍କ ପୂଜାର୍ଚ୍ଚନା କରାଯାଉଛି।
BREAKING NEWS
- Odisha Parab 2026: ଓଡ଼ିଶା ପରବ ୨୦୨୬ ଉଦ୍ଘାଟିତ; ଆସାମରେ ଓଡ଼ିଶାର ସାଂସ୍କୃତିକ ଓ ପର୍ଯ୍ୟଟନ ବୈଭବ ପ୍ରଦର୍ଶିତ
- ଆନ୍ତର୍ଜାତୀୟ ସ୍ତରରେ ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ାବିତ୍ଙ୍କୁ ସମ୍ମାନିତ କଲେ କ୍ରୀଡ଼ା ମନ୍ତ୍ରୀ
- ଝିଅ ବେକରେ ଛୁରୀ ଲଗେଇ କାଉନସିଲରଙ୍କ ଘରୁ ଲୁଟ୍
- ଦର୍ଶକଙ୍କ ଉଡ଼ାଇବ ହୋସ୍ ଓଡ଼ିଆ ହରର ଥ୍ରୀଲର ଫିଲ୍ମ ‘ମିଡ୍ ନାଇଟ’; ଏହି ଦିନ ପରଦାକୁ ଆସିବ
- ବିଶ୍ୱ ବ୍ୟାଙ୍କ ଠାରୁ ଋଣ କରିବାକୁ ଚାହୁଁଛନ୍ତି କି ରାଜ୍ୟ ସରକାର: ବିଜେଡି
- ୨୧ ଫେରିବାଲାଙ୍କୁ ବାନ୍ଧିଲା ପୋଲିସ; ୧୦୬୬ ମୋବାଇଲ ସହ ଅଳଙ୍କାର,ବାଇକ୍ ଜବତ
- ୩ ବରିଷ୍ଠ ଆଇଏଏସଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର
- ଅଷ୍ଟ୍ରେଲିଆନ ଓପନ ଟେନିସ: ର୍ୟାବକିନା ଜିତିଲେ ମହିଳା ସିଙ୍ଗଲ୍ସ ଟାଇଟଲ
- ଇରାନରେ ଜୋରଦାର ବିସ୍ଫୋରଣ; ପୋର୍ଟ ଓ ଆବାସିକ କୋଠା କ୍ଷତିଗ୍ରସ୍ତ…
- ୧୦ ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁର; ନିର୍ମାଣ ହେବ ପ୍ରତିରକ୍ଷା ଏବଂ ଏରୋସ୍ପେସ ସାମଗ୍ରୀ
Comments are closed.