ମାଲକାନଗିରି : ପୁଣି ପୋଲିସ ଓ ମାଓବାଦୀ ମୁହାଁମୁହିଁ । ମାଓକ୍ୟାମ୍ପ ଚାଲିଥିବା ବେଳେ ଉଭୟ ପକ୍ଷରୁ ଗୁଳି ମାଡ କରାଯାଇଥିଲା । ମାଲକାନଗିରି ଜିଲ୍ଲା ମାଥିଲି ଥାନା ଅନ୍ତର୍ଗତ ତୁଳସୀ ପାହାଡରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିମାଡ । ମାଓ କ୍ୟାମ୍ପ ଚାଲିଥିବା ନେଇ ଗୁଇନ୍ଦା ସୂଚନା ମିଳିବା ପରେ ଯବାନ ଆରମ୍ଭ କରିଥିଲେ କୁମ୍ବିଙ୍ଗ ଅପରେସନ । କିଛି ଦିନ ପୁର୍ବରୁ ତୁଳସି ପାହାଡରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଏଥିରେ ୩ ଜଣ ମାଓବାଦୀ ପ୍ରାଣ ହରାଇଥିବା ବେଳେ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଥିଲା ।
BREAKING NEWS
- ମିଛ କହିବା ଦ୍ୱାରା ଗରମ ହୁଏ ଶରୀରର ଏହି ଅଂଶ, ଜାଣନ୍ତୁ ଏହା ପଛର ରହସ୍ୟ..
- CM Completed His self-enumeration: ସ୍ୱ-ଜନଗଣନାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ନିଜ ବାସଭବନରେ କଲେ ନିଜର ସେଲ୍ଫ ଏନୁମରେସନ୍
- ଭୂତଳର କେଉଁ ସ୍ଥାନରୁ ଆସିଥାଏ ତେଲ? ଜାଣନ୍ତୁ ଏହା କାହିଁକି କିଛି ସୀମିତ ସ୍ଥାନରୁ ମିଳେ
- ଆଳୁ ଦର ୧୨ ଟଙ୍କାରୁ ଅଧିକ ବିକ୍ରି କଲେ ହେବ କାର୍ଯ୍ୟାନୁଷ୍ଠାନ: ଯୋଗାଣ ବିଭାଗ
- Explosion: ବାଣ ଭିଡ଼ିବା ବେଳେ ଭୟଙ୍କର ବିସ୍ଫୋରଣ; ନାବାଳକ ସମେତ ୬ ଜଣ ଗୁରୁତର
- No Transit Fee On India In Hormuz Strait: ହରମୁଜ୍ ପ୍ରଣାଳୀରେ ନାହିଁ ଭାରତୀୟ ଜାହାଜ ଉପରେ କୌଣସି ଅତିରିକ୍ତ ଟିକସ…
- Fire Safety Mandatory for All Government Building: ଏଣିକି ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ରହିବା ବାଧ୍ୟତାମୂଳକ
- ଲଞ୍ଚ ହେଲା INS ଅରିଧମନ, ସମୁଦ୍ରରେ ଶତ୍ରୁଙ୍କୁ କରିବ ଧ୍ୱଂସ
- New Horror Thriller Film: ୧୨୦ ମିନିଟର ଏକ ହରର-ଥ୍ରୀଲର ଏହି ଫିଲ୍ମ, ଥରି ଉଠିବ ଛାତି…
- ଅବକାରୀ ବିଭାଗର ନୂଆ ଗାଇଡଲାଇନ; ବେଳାଭୂମିରେ ମଦ ବିକିପାରିବ ଓଟିଡିସି..
Comments are closed.