ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ରଘୁନାଥପୁରରେ ଅଭାବନୀୟ ଘଟଣା । ବାଇକ୍ ଦୁର୍ଘଟଣା ପରେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ରଘୁନାଥପୁର ଥାନା ନଦୀବନ୍ଧ ଅଯୋଧ୍ୟାପୁରରେ ଦୁଇ ବାଇକ ମୁଁହାମୁହିଁ ଧକ୍କା ହୋଇଥିଲା । ଯହାକୁ ନେଇ ଘଟଣାସ୍ଥଳରେ ରଘୁନାଥପୁର ହୁରାସାହିର ହିମାଂଶୁ ରଣାଙ୍କ ସହିତ କିଶୋରନଗର ଭୋଦର ବାଇକ ଚାଳକଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ଫଳରେ କିଶୋରନଗର ଭୋଦର ଯୁବକଙ୍କ ମାଡରେ ହିମାଂଶୁ ଗୁରୁତର ହୋଇ ପଡିଥି । ତାଙ୍କୁତୁରନ୍ତ ରଘୁନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା । ଅଭିଯୋଗ ପରେ ରଘୁନାଥପୁର ପୋଲିସ ତଦନ୍ତ ଆରମ୍ଭ କରିଥିବା ବେଳେ, କିଶୋରନଗର ଭୋଦର ଅଞ୍ଚଳର ୪ ଯୁବକଙ୍କୁ ଅଟକ ରଖିଛି ।
BREAKING NEWS
- ପଞ୍ଚଭୂତରେ ଲୀନ ହେଲେ ପ୍ରଖ୍ୟାତ ଅଭିନେତା ନାନା ପାଟେକର
- ଦଶହରାରେ ଲଘୁଚାପ ଆଶଙ୍କା: ଘଡ଼ଘଡ଼ି ସହ ବର୍ଷା ଆଶଙ୍କା, ଆଜି ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ଛାତ୍ର ସଂସଦ ନିର୍ବାଚନ କାଉଣ୍ଟଡାଉନ, ଆଜି ଦାଖଲ ହେବ ପ୍ରାର୍ଥିପତ୍ର
- ଆମେରିକାରେ ବଡ଼ କାର୍ଯ୍ୟାନୁଷ୍ଠାନ: ଇନ୍ଫୋସିସ୍, ଟିସିଏସ୍ ଓ ୱିପ୍ରୋ ସହ ୮ଟି ପ୍ରମୁଖ ଆଇଟି କମ୍ପାନୀର ଗ୍ରୀନ୍ କାର୍ଡ ପ୍ରକ୍ରିୟା ନିଲମ୍ବିତ
- Satellite Internet Rules: ଏଲନ୍ ମସ୍କଙ୍କୁ ଭାରତ ସରକାରଙ୍କ ସିଧାସଳଖ ଜବାବ, “ନିୟମ ସମସ୍ତଙ୍କ ପାଇଁ ସମାନ”
- ଜଳିଗଲା ଆମ୍ବୁଲାନ୍ସ;ରୋଗୀ ମୃତ,୨ ଗୁରୁତର
- ଅଲବିଦା ନାନା ପାଟେକର; ୩୫ ଟଙ୍କାରୁ କୋଟି କୋଟି ଟଙ୍କା ଆୟ, ଜାଣନ୍ତୁ କେତେ ସମ୍ପତ୍ତିର ମାଲିକ…
- ABADHA scheme:ଅବଢ଼ା ଯୋଜନା:ଅତିରିକ୍ତ ୧୦୧ କୋଟି ଟଙ୍କା ବ୍ୟୟବରାଦ
- ପୁଅ ଝିଅ ସହ ମିଶି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ !
- ୧୩୦ ଡେସିବେଲ୍ର ଚିତ୍କାର ! ଏହି ପକ୍ଷୀଙ୍କ ଆବାଜ୍ ଆଗରେ ଫିକା ପଡ଼ିଗଲେ ଅନ୍ୟ ସମସ୍ତ ଚଢ଼େଇ

Comments are closed.