ଭୁବନେଶ୍ବର : ଆଇଏଏସ ସ୍ତରରେ ଅଦଳ ବଦଳ । ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ରଙ୍କୁ ମିଳିଛି ନୂଆ ଦାୟିତ୍ବ । ପ୍ରଦୀପ୍ତ ମହାପାତ୍ରଙ୍କୁ ଓଡ଼ିଶା ଫରେଷ୍ଟ ଡେଭଲପମେଣ୍ଟ କର୍ପୋରେସନ ବା ଓଏଫଡିସିର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ସେହିପରି ଓଡ଼ିଶା ଫରେଷ୍ଟ ଡେଭଲପମେଣ୍ଟ କର୍ପୋରେସନ ଅଧ୍ୟକ୍ଷ ଦାୟିତ୍ବରେ ଥିବା ପରାଗ ଗୁପ୍ତାଙ୍କୁ ପବ୍ଲିକ୍ ଏଣ୍ଟରପ୍ରାଇଜ୍ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି । ଏହାସହ ଆଇଏଏସ ବିଜୟ ଆରୋରାଙ୍କୁ ମଧ୍ୟ ନୂଆ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ଜିଏ ଓ ପିଜି ଡିପାର୍ଟମେଣ୍ଟର ଓଏସଡି ହୋଇଛନ୍ତି ବିଜୟ ଆରୋରା ।
BREAKING NEWS
- Weather Updat: ରାଜ୍ୟରେ ପୁଣି ତାପମାତ୍ରା ହ୍ରାସ, ଝାରସୁଗୁଡ଼ା ସବୁଠୁ ଥଣ୍ଡା ସହର
- ଡିସେମ୍ବର ୬ରୁ ରାଜ୍ୟ ପୁସ୍ତକ ମହୋତ୍ସବ; ନିର୍ମାଣ ହେବ ୫୫୦ଟି ଷ୍ଟଲ, ଭାଗନେବେ ପ୍ରାୟ…
- ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ଯାତନା ଘଟଣାରେ ଅଭିଯୁକ୍ତ ଅଧ୍ୟାପକ ଗିରଫ
- କେମିତି କରବେ E-Fasting …?
- ୩୭ତମ ସବ ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚମ୍ପିୟାନସିପ୍; ବାଳିକା ସିଙ୍ଗଲ ୧୫ ଓ ୧୭ ବର୍ଷରୁ କମ୍ ବର୍ଗ ସେମିଫାଇନାଲରେ ଓଡ଼ିଆ ଖେଳାଳୀ
- ଲଣ୍ଡନରେ ଶାହରୁଖ ଓ କାଜୋଲଙ୍କ ବ୍ରୋଞ୍ଜ ପ୍ରତିମା ଉନ୍ମୋଚନ
- ବାଲ୍ୟବିବାହ ମୁକ୍ତ ଭାରତ ପାଇଁ ସଚେତନତା ଅଭିଯାନ ଆରମ୍ଭ
- ପୁରୁଣା ଆପାର୍ଟମେଣ୍ଟ ବିକ୍ରି ନିୟମକୁ ସହଜ କଲେ ଓଡ଼ିଶା ସରକାର
- ପୁଟିନଙ୍କ ବିମାନ ଉପରେ ସାରା ବିଶ୍ୱର ନଜର, ଜାଣନ୍ତୁ କେତେ ଜଣ କଲେ ଲାଇଭ୍ ଟ୍ରାକ୍..
- ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ: କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା
Comments are closed.