କଟକ : କଟକ ମାଣିକଘୋଷ ବଜାରରେ ଭୟାବହ ଅଗ୍ନିକାଣ୍ଡ। ଝୁଣା ଧୂପରୁ ଜଣେ ବ୍ୟକ୍ତିଙ୍କ ଘରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ନିଆଁ ପ୍ରବଳ ବେଗରେ ଦୁଇ ମହଲା ଘରକୁ ବ୍ୟାପି ଯାଇଛି । ରାସ୍ତା ସଙ୍କୀର୍ଣ୍ଣ ଥିବାରୁ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଁଚି ନିଆଁ ଲିଭାଇବା କଷ୍ଟସାଧ୍ୟ ହୋଇଥିଲା । ପରେ ଦୁଇଟି ଅଗ୍ନିଶମ ଗାଡି ଘଟଣା ସ୍ଥଳରେ ପହଁଚି ନିଆଁ ଲିଭାଇବା ପାଇଁ ଉଦ୍ୟମ କରିଥିଲେ। ଦୀର୍ଘ ଦେଢ ଘଣ୍ଟା ପରେ ନିଆଁକୁ ଆୟତ୍ତ କରାଯାଇଛି।
BREAKING NEWS
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
- ଅଧିକ ସୁରକ୍ଷିତ ଓ ସୁଦୃଢ଼ ଭିତ୍ତିଭୂମି ନିର୍ମାଣ ପାଇଁ ଅଗ୍ନି ପ୍ରତିରୋଧୀ ଷ୍ଟ୍ରକ୍ଚରାଲ୍ ଷ୍ଟିଲ୍ ବିକଶିତ କଲା ଟାଟା ଷ୍ଟିଲ୍
- ସୌମ୍ୟରଞ୍ଜନ ହତ୍ୟା ମାମଲା: DGP କହିଲେ, ସମ୍ପୂର୍ଣ୍ଣ ସତ୍ୟ ସାମ୍ନାକୁ ଆସିବା ପର୍ଯ୍ୟନ୍ତ ଜାରି ରହିବ ତଦନ୍ତ
- ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି; ବିରୋଧୀଙ୍କ ପ୍ରତିବାଦରେ ସାମିଲ ବିଜେଡି
- ଆସନ୍ତା ୩ ଦିନ ଯାଏଁ ଭିଜିବ ଓଡ଼ିଶା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ନିର୍ବାଚନକୁ ନେଇ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା, ୯ ଅଟକ
- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ଅରବିନ୍ଦ ମହାନ୍ତିଙ୍କୁ ଗିରଫ କଲା ଭିଜିଲାନ୍ସ
- SIR ବିରୋଧରେ ଦିଲ୍ଲୀରେ ବିରୋଧୀଙ୍କ ବଡ଼ ମାର୍ଚ୍ଚ; ରାହୁଲ-ପ୍ରିୟଙ୍କାଙ୍କ ସମେତ ଅନେକ ନେତା ଅଟକ, CECଙ୍କ ଇସ୍ତଫା ଦାବି
- ନାଇଜେରିଆରେ ବିମାନ ଦୁର୍ଘଟଣାଗ୍ରସ୍ତ, ଚାଲିଗଲା ୩୨ ଜୀବନ
- Asian Games 2026: ଝିଅ ଦେଖାଇଲେ ଦମ୍…୮୫ ପଦକ ପରେ ବି ଭାରତ ଆଗରେ ବଡ଼ ଚ୍ୟାଲେଞ୍ଜ! ପୂର୍ବ ଅପେକ୍ଷା କମିଲା ସଂଖ୍ୟା, ‘ସ୍ୱର୍ଣ୍ଣ’ରେ କାହିଁକି ପଛରେ ପଡ଼ିଲା ଭାରତ?

Comments are closed.