କୋରାପୁଟ : କୋରାପୁଟରେ ସିପିଆଇ ପକ୍ଷରୁ ବିକ୍ଷୋଭ । କଳାହାଣ୍ଡି ମହାଲିଙ୍ଗ୍ ସନସାଇନ ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାକୁ ନେଇ ସିପିଆଇ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଗୃହ ମନ୍ତ୍ରୀଙ୍କ ବହିଷ୍କାର,ହାଇକୋର୍ଟଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଏସଆଇଟି ତଦନ୍ତ ଓ ମମିତାଙ୍କ ପରିବାରକୁ ୧ କୋଟି ଟଙ୍କା କ୍ଷତି ପୂରଣ ଦାବି କରିଛି ସିପିଆଇ। କୋଟାପୁଟ ଜିଲ୍ଲା ଶାଖା ସମ୍ପାଦକଙ୍କ ସହ ବହୁ ଜନତା ମିଶି ଦଳିୟ ପତାକା ଧରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ।
BREAKING NEWS
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
- ଦୀର୍ଘ ବର୍ଷ ପରେ ଚେନ୍ନାଇ ବିପକ୍ଷରେ ଖେଳିଲେ ଜାଡେଜା, ଲୋଗୋକୁ ଦେଖି ହେଲେ ଭାବପ୍ରବଣ
- ବଡ଼ ଘୋଷଣା-ବଡ଼ ପ୍ରଚାର, ଦାୟିତ୍ୱ ଶୂନ୍ୟ: ସରକାରଙ୍କୁ ରାହୁଲଙ୍କ ସମାଲୋଚନା
- ୧ ଏପ୍ରିଲରୁ ଟୋଲ୍ ପ୍ଲାଜାରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କ’ଣ କରିବାକୁ ପଡ଼ିବ?
- ଓଡିଶାକୁ ଆଉ ନାହିଁ ମାଓ ବିପଦ
Comments are closed.