ମୁମ୍ବାଇ: ବିଭିନ୍ନ ମହଲରୁ ଚାପ ପଡିବା ପରେ ଶେଷରେ ଡାବର ତାର ବିବାଦୀୟ ବିଜ୍ଞାପନ ନେଇ କ୍ଷମା ମାଗିଛି । କରୱାଚୌଥ ଦିନ ଡାବର ଏହାର ଫେମ ବ୍ଲିଚ ବିଜ୍ଞାପନ ପ୍ରସାରିତ କରିଥିଲା । ଏଥିରେ ସମଲିଙ୍ଗୀ ଯୋଡି ଏହାକୁ ପାଳନ କରୁଥିବା ଦେଖିବାକୁ ମିଳିଥିଲା । ଯାହାକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା । ସୋସିଆଲ ସାଇଟରେ ଏହାର ବୟକଟ ଦାବୀ ଜୋର ଧରିବା ପରେ କମ୍ପାନୀ ଶେଷର ନରମ ପଡିବାକୁ ବାଧ୍ୟ ହୋଇଥିଲା ।
କ୍ଷମା ମାଗିବା ସତ୍ୱେ ଡାବର ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମଧ୍ୟପ୍ରଦେଶ ଗୃହମନ୍ତ୍ରୀ ନରୋତମ ମିଶ୍ର କହିଛନ୍ତି । ହିନ୍ଦୁ ଧର୍ମର ପର୍ବଗୁଡିକୁ ସବୁବେଳେ ଉଦ୍ଦେଶ୍ୟମୂଳକ ଭାବେ ଟାର୍ଗେଟ କରାଯାଉଛି । ଏହି ଘଟଣାର ନିରପେକ୍ଷ ତଦନ୍ତ କରିବାକୁ ଡିଜିପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ କହିଛନ୍ତି ।
BREAKING NEWS
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
- ପୁଟିନଙ୍କ ରୁଷିଆରେ ଭାରତର ୧୦୦ ଟଙ୍କା ହୋଇଯାଏ କେତେ?
- Temple money belongs to deity: ମନ୍ଦିରର ଟଙ୍କା କାହାର? ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ
- IndiGo ପାଇଲଟଙ୍କୁ କେତେ ମିଳେ ଦରମା? ଜାଣିଲେ ହୋଇଯିବେ କାବା !
- ଭାରତର ସବୁଠୁ ବଡ ପରମାଣୁ ଶକ୍ତି କେନ୍ଦ୍ରକୁ ନେଇ ପୁଟିନ କଲେ ଏହି କମିଣ୍ଟମେଣ୍ଟ…
- ପୁଟିନଙ୍କ ଭାରତ ଗସ୍ତ: ଥରୁର ପାଇଲେ ନିମନ୍ତ୍ରଣ ପତ୍ର, ହେଲେ ରାହୁଲ ଗାନ୍ଧୀଙ୍କୁ ମିଳିଲାନି…
Comments are closed.