ଭୁବନେଶ୍ବର : ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ର । ତେଣୁ ତାଙ୍କ ଗସ୍ତକୁ ବିରୋଧ କରିବ ରାଜ୍ୟ କଂଗ୍ରେସ । ଏନେଇ ଆଜି ରାଜ୍ୟ କଂଗ୍ରେସ ପକ୍ଷରୁ ସୂଚନା ଦିଆଯାଇଛି । ଉତ୍ତର ପ୍ରଦେଶରେ ଲଖିମପୁର ଖେରିରେ ଚାଷୀଙ୍କ ଉପରେ ଗାଡ଼ି ଚଢାଇ ହତ୍ୟା ଘଟଣାରେ ଅଜୟ ମିଶ୍ର ଓ ତାଙ୍କ ପୁଅର ସମ୍ପୃକ୍ତି ଥିବା ଅଭିଯୋଗ ରହିଛି । ଏପରିକି ତଦନ୍ତରେ ସହଯୋଗ କରୁନାହାନ୍ତି କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ର । ଚାଷୀ ହତ୍ୟା ଘଟଣାକୁ ନେଇ ଏବେ ସାରା ଦେଶରେ ପ୍ରତିବାଦ ତୀବ୍ର ହୋଇଛି । ହେଲେ ଏପରି ଅଭିଯୋଗକୁ କିନ୍ତୁ ଖଣ୍ଡନ କରିଚାଲିଛନ୍ତି କେନ୍ଦ୍ରମନ୍ତ୍ରୀ । ତେଣୁ ଆସନ୍ତାକାଲି କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ଓଡ଼ିଶା ଗସ୍ତକୁ ବିରୋଧ କରାଯିବ ବୋଲି କହିଛନ୍ତି କଂଗ୍ରେସ ମୁଖପାତ୍ର ଗଣେଶ୍ବର ବେହେରା ।
BREAKING NEWS
- Modi Cabinet: ବିଦା ହେବେ କି ୨ କେନ୍ଦ୍ରମନ୍ତ୍ରୀ? ରାଜ୍ୟସଭା ଲିଷ୍ଟରୁ ନାଁ ଗାଏବ! ମୋଦୀ କ୍ୟାବିନେଟରେ ବଡ଼ ପରିବର୍ତ୍ତନ ଆଭାସ!
- SCB ମେଡିକାଲରେ ହାଇଡ୍ରାମା; ପାଣିଟାଙ୍କିରୁ ଡେଇଁ ପଡ଼ିଲେ ଯୁବକ
- Gold Coin for Brides: ନବଜାତ ଶିଶୁଙ୍କୁ ସୁନାମୁଦି ପରେ ଏବେ ନୂଆ ବୋହୂଙ୍କୁ ସୁନା! ମୁଖ୍ୟମନ୍ତ୍ରୀ ହେବା ପରେ ଥାଲାପତି ବିଜୟଙ୍କ ଆଉ ଏକ ଚର୍ଚ୍ଚିତ ଯୋଜନା
- ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା
- ଋଷ ଆକ୍ରମଣରେ ଛାରଖାର ୟୁକ୍ରେନର ରେଳସେବା: ସଙ୍କଟରେ କିଭ୍ !
- ଯନ୍ତର ମନ୍ତର ଯୌନ ନିର୍ଯାତନା ଅଭିଯୋଗ: ଦିଲ୍ଲୀ ACP ବିବେକ ଭଗତଙ୍କ ପଦୋନ୍ନତି ଉପରେ ରୋକ୍
- ଆଜିଠାରୁ ହବିଷ୍ୟାଳୀଙ୍କ ଅନଲାଇନ ଆବେଦନ…
- ଭୂକମ୍ପରେ ଥରିଲା ଆସାମର ନାଗାଓଁ; ତୀବ୍ରତା ୪.୫…
- Redeveloped Kalinga Studio:ପୁନର୍ବିକଶିତ ଅତ୍ୟାଧୁନିକ ‘କଳିଙ୍ଗ ଷ୍ଟୁଡିଓ’ର ଭବ୍ୟ ଲୋକାର୍ପଣ;ରହିଛି ସ୍ନୋ-ହାଉସ୍ ସହ ଏହି ସମସ୍ତ ବ୍ୟବସ୍ଥା
- Nigeria military aircraft: ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ; ୩୨ ଜଣଙ୍କୁ ନେଇ ଯାଉଥିଲା…

Comments are closed.