Latest Odisha News

BREAKING NEWS

ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ଆଜି ୧୭୦ ପଜିଟିଭ

ଭୁବନେଶ୍ବର: ଆଜି ରାଜ୍ୟରେ ତଳକୁ ଖସିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟ‌ରେ ୧୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮ ବର୍ଷ ଭିତରେ ୨୪ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୯୮ ଜଣ ସଂକ୍ରମିତ କ୍ବାରେଣ୍ଟାଇନ୍‌ରୁ ଥିବା ବେଳେ ୭୨ଟି ଲୋକାଲ୍‌ କେସ୍‌ ରହିଛି।

ସେହିପରି ବାଲେଶବରରୁ ୧୧ ବରଗଡରୁ ୨, ଭଦ୍ରକରୁ ୪, ବଲାଙ୍ଗୀରରୁ ୩, କଟକରୁ ୧୯, ଦେଓଗଡରୁ ୧, ଢେଙ୍କାନାଳରୁ ୧, ଗଜପତିରୁ ୧, ଗଞ୍ଜାମରୁ ୩, ଜଗତସିଂହପୁରରୁ ୭, ଯାଜପୁରରୁ ୮,  ଝାରସୁଗୁଡାରୁ ୧, କେନ୍ଦ୍ରାପଡ଼ାରୁ୧୧, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୬୧, ମୟୁରଭଞ୍ଜରୁ ୩, ପୁରୀରୁ ୧, ସମ୍ବଲପୁରରୁ ୯, ସୋନପୁରରୁ ୩, ସୁନ୍ଦରଗଡରୁ ୫ ଜଣ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.