Latest Odisha News

ରାଜ୍ୟରୁ ୩୧୮ ନୂଆ ଆକ୍ରାନ୍ତ ଚିହ୍ନଟ; ୫୮ ଛୁଆ ପଜିଟିଭ

ଭୁବନେଶ୍ବର: ଗତ କାଲିଠାରୁ ଆଜି ରାଜ୍ୟରେ ବଢିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟ‌ରେ ୩୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮ ବର୍ଷ ଭିତରେ ୫୮ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୮୬ ଜଣ ସଂକ୍ରମିତ କ୍ବାରେଣ୍ଟାଇନ୍‌ରୁ ଥିବା ବେଳେ ୧୩୨ଟି ଲୋକାଲ୍‌ କେସ୍‌ ରହିଛି।

ସେହିପରି ଅନୁଗୁଳରୁ ୪, ବାଲେଶ୍ବରରୁ ୧୪, ଭଦ୍ରକରୁ ୬, ବଲାଙ୍ଗୀରରୁ ୩, କଟକରୁ ୩୧, ଦେଓଗଡରୁ ୧, ଢେଙ୍କାନାଳରୁ ୧, ଗଜପତିରୁ ୨, ଗଞ୍ଜାମରୁ ୪, ଜଗତସିଂହପୁରରୁ ୭, ଯାଜପୁରରୁ ୮,  ଝାରସୁଗୁଡାରୁ ୨, କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୬, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୧୩୯, କୋରାପୁଟରୁ ୫, ମାଲକାନଗିରିରୁ ୪, ମୟୁରଭଞ୍ଜରୁ ୪, ନୟାଗଡରୁ ୧, ପୁରୀରୁ ୯, ରାୟଗଡାରୁ ୨, ସମ୍ବଲପୁରରୁ ୨୧, ସୁନ୍ଦରଗଡରୁ ୧୦ ଜଣ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.