ମାଲକାନଗିରି: ପୋଲିସ ଇନଫର୍ମର ସନ୍ଦେହରେ ପାଞ୍ଚ ଜଣ ଆଦିବାସୀଙ୍କୁ ଅପହରଣ କଲେ ମାଓବାଦୀ। ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲା କଣ୍ଟା ଥାନା ଅନ୍ତର୍ଗତ ବାଟେର ଗ୍ରାମରେ ଘଟଣା ଘଟିଛି। ଅପହୃତ ଆଦିବାସୀଙ୍କୁ ମୁକ୍ତ କରିବା ପାଇଁ ସର୍ବ ଆଦିବାସୀ ସମାଜ ଅନୁରୋଧ କରିଛି। ତେବେ ଏନେଇ ସୁକୁମା ପୋଲିସର କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।
BREAKING NEWS
- ଟ୍ରାନ୍ସଜେଣ୍ଡରଙ୍କୁ ସମାନ ସୁଯୋଗ ପାଇଁ ସରକାରଙ୍କୁ OHRCଙ୍କ ସୁପାରିସ୍
- Ajit Pawar Plane Crash: ଏହା ଦୁର୍ଘଟଣା ଥିଲା, ଏହାକୁ ନେଇ ରାଜନୀତି କରନ୍ତୁ ନାହିଁ… ଅଜିତଙ୍କ ଦେହାନ୍ତ ପରେ କହିଲେ ଶରଦ ପାୱାର
- ‘ସମୀକ୍ଷା’ ପୋର୍ଟାଲ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
- ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବ୍ୟର୍ଥ: ଚତୁର୍ଥ ଟି୨୦ରେ ହାରିଲା ଭାରତ
- ରାଜ୍ୟର ବିଶିଷ୍ଟ ପର୍ଯ୍ୟଟନସ୍ଥଳୀ ବୁଲି ଦେଖିବେ ୨୬୦ ଜଣ ସ୍ବେଚ୍ଛାସେବୀ
- Tobacco Ban:ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ…ହେବ ଲାଇସେନ୍ସ ବାତିଲ
- LoCରେ ଆତଙ୍କବାଦୀ ଆକ୍ରମଣ ଯୋଜନା ପଣ୍ଡ; ଅସ୍ତ୍ରଶସ୍ତ୍ର ସହ ଗୋଳାବାରୁଦ ଜବତ
- Boost Agricultural Research: କୃଷି ଗବେଷଣାକୁ ସୁଦୃଢ଼ କରିବା ପାଇଁ ସିୟୁଓ ଓ ଓୟୁଏଟି ମଧ୍ୟରେ ଏମଓୟୁ ସ୍ବାକ୍ଷର
- ଜୱାନ ୨ ଫିଲ୍ମ କେବେ ଆରମ୍ଭ ହେବ କହିଲେ ଅଟଲୀ
- Sundarpada Explosion Case: NIA ହାତରେ ସୁନ୍ଦରପଦା ବିସ୍ଫୋରଣର ତଦନ୍ତ ଭାର; କେଉଁ ଉଦ୍ଦେଶ୍ୟରେ ବୋମା ତିଆରି…
Comments are closed.