ପୁରୀ: ଆଜି ଶ୍ରୀମନ୍ଦିରରେ ହରହରି ବେଶରେ ଦର୍ଶନ ଦେବେ ବଡଠାକୁର । ପ୍ରଭୁଙ୍କ ଅବକାଶ ନୀତି ସମ୍ପନ୍ନ ହେବା ପରେ ବଡ ଠାକୁରଙ୍କୁ ହରିହର ବେଶରେ ସଜ୍ଜିତ କରାଯିବ। ପରମ୍ପରା ଅନୁସାରେ କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟାଠାରୁ ଶୁକ୍ଳ ଦଶମୀ ମଧ୍ୟରେ ସୋମବାର ପଡ଼ିଲେ ବଡଠାକୁରଙ୍କ ହରହରି ବେଶ ଅନୁଷ୍ଠିତ ହୋଇଥାଏ।ଚଳିତ ବର୍ଷ ଦୀପାବଳି ଅମାବାସ୍ୟା ପରେ ଆଜି ସୋମବାର ପଡ଼ିଥିବାରୁ । ଶ୍ରୀମନ୍ଦିରରେ ଅବକାଶ ନୀତି ପରେ ମହାପ୍ରଭୁଙ୍କ ହରିହର ବେଶ ଅନୁଷ୍ଠିତ ହେବ । ହେଲେ ମହାପ୍ରଭୁ ଜଗନ୍ନାଥ ରାଧା ଦାମୋଦୋର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ପରମ୍ପରା ଅନୁଯାୟୀ ପୁଷ୍ପାଳକ ସେବକମାନେ ବଡଠାକୁରଙ୍କୁ ହରିହର ବେଶରେ ଓ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିବେ।
BREAKING NEWS
- ଭାରତର ସବୁଠୁ ବଡ ପରମାଣୁ ଶକ୍ତି କେନ୍ଦ୍ରକୁ ନେଇ ପୁଟିନ କଲେ ଏହି କମିଣ୍ଟମେଣ୍ଟ…
- ପୁଟିନଙ୍କ ଭାରତ ଗସ୍ତ: ଥରୁର ପାଇଲେ ନିମନ୍ତ୍ରଣ ପତ୍ର, ହେଲେ ରାହୁଲ ଗାନ୍ଧୀଙ୍କୁ ମିଳିଲାନି…
- ପୁରୀରେ ଆୟୋଜିତ ହେଲା ଓଡିଶା-ଆସାମ ସାହିତ୍ୟ ଉତ୍ସବ
- ଆସନ୍ତାକାଲି ବାବରୀ ମସଜିଦର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ହୁମାୟୁଁ କବୀର
- ନିଷିଦ୍ଧାଞ୍ଚଳରୁ ୨ ଆନ୍ଧ୍ର ଟ୍ରଲର ଜବତ, ମତ୍ସ୍ୟଜୀବୀ ଅଟକ
- ଇଣ୍ଡିଗୋ ସଙ୍କଟ; ତଦନ୍ତ କମିଟି ଗଠନ କଲା DGCA
- ପିଙ୍କବଲ ଟେଷ୍ଟ: ଅଷ୍ଟ୍ରେଲିଆ ୪୪ ରନରେ ଅଗ୍ରଣୀ
- ଏଣିକି ମହିଳା କର୍ମଚାରୀଙ୍କୁ ମିଳିବ ପେଡ୍ ପିରିୟଡ୍ ଲିଭ୍
- ଏଏନ୍ଏମ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍…
- ଡିସେମ୍ବର ୫ରୁ ୧୫; ବିମାନ ବାତିଲ ଉପରେ ମିଳିବ ସମ୍ପୂର୍ଣ୍ଣ ରିଫଣ୍ଡ
Comments are closed.