ବରଗଡ଼ : ବରଗଡ଼ରେ ତାତିଲେ ଗାଁ ଲୋକ। ହସ୍ପିଟାଲର ମଇଳା ପାଣି ସିଧାସଳଖ ଟୁକୁରଲା ଗାଁ କୁ ପ୍ରବେଶ କରୁଥିବାରୁ ଏନେଇ ବାରମ୍ବାର ପ୍ରତିବାଦ କରିବା ସତ୍ୱେ କେହି ଶୁଣୁନଥିବାରୁ ଟୁକୁରଲା ଗାଁ ଲୋକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ବାହାରେ ତାଲା ପକାଇଦେଇଛନ୍ତି। ଫଳରେ ରୋଗୀସେବା ବାଧାପ୍ରାପ୍ତ ହୋଇଥିବା ସୂଚନା ମିଳିଛି।
BREAKING NEWS
- ରାଜ୍ୟସଭା ନିର୍ବାଚନ: ଉତ୍ତର ପ୍ରଦେଶରୁ ହରଦୀପ ସିଂହ ପୁରୀ ଓ ବିଏଲ ବର୍ମାଙ୍କ ସହ ୮ ଜଣଙ୍କୁ ବାଦ୍ ଦେଲା ବିଜେପି
- Imran Khan’s release protest:ଇମ୍ରାନଙ୍କ ମୁକ୍ତି ଦାବିରେ ବିକ୍ଷୋଭ ତୀବ୍ର; ଇସଲାମାବାଦରେ ଧାରା ୧୪୪ ଲାଗୁ, ୨,୦୦୦ କର୍ମୀ ଗିରଫ
- ଲାଞ୍ଚ ନେଇ ଫସିଲେ ଆରଆଇ, ପ୍ରମାଣପତ୍ର ପାଇଁ ୫ ହଜାର…
- ଜିରା ପାଉଡର ନା କୀଟନାଶକ; ଏଭରେଷ୍ଟର ଏହି ଉତ୍ପାଦ ଉପରେ ରୋକ୍ ଲଗାଇଲା FSSAI
- ନାଇଡୁ କମିଶନ ଫାଇଲ୍ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ
- CECଙ୍କୁ ହଟାଇବା ଅନ୍ତରୀଣ ନିର୍ଦ୍ଦେଶ ଦେବାକୁ ମନା କଲେ ସୁପ୍ରିମକୋର୍ଟ
- ଋଷରେ ପ୍ଲେଗ୍ ଆତଙ୍କ; କ୍ବାରେଣ୍ଟାଇନରେ ରହିଲେ ଶତାଧିକ ବ୍ୟକ୍ତି
- ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଛେଦ; ୧୫ରେ ଛାତ୍ର ସଂସଦ ନିର୍ବାଚନ
- ପିଏନବି ବ୍ୟାଙ୍କ ଶାଖାରେ ଅଗ୍ନିକାଣ୍ଡ, ଜଳିଗଲା ବ୍ୟାପକ କାଗଜପତ୍ର…
- କୋରାପୁଟ ଗସ୍ତରେ ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ସୁନାବେଡ଼ା HAL ୟୁନିଟ୍ କରିବେ ପରିଦର୍ଶନ


Comments are closed.