ଭୁବନେଶ୍ବର : ଆସନ୍ତା ୨୭ ତାରିଖରେ ଭୁବନେଶ୍ବରରେ ବଣ୍ଟାଯିବ BSKY ସ୍ମାର୍ଟକାର୍ଡ । ଭୁବନେଶ୍ବରରେ ପ୍ରାୟ ୧ ଲକ୍ଷ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇଛି । ଓକାକ୍ ସହଯୋଗରେ ୯୯ଟି ରିଟେଲର ସେଣ୍ଟର ଜରିଆରେ କାର୍ଯ୍ୟ ତ୍ବରାନ୍ବିତ କରାଯାଇଛି । ସବୁ ରାସନ କାର୍ଡଧାରୀ ଏହି BSKY ସ୍ମାର୍ଟକାର୍ଡ ପାଇବେ । ଖୋର୍ଦ୍ଧା ଜିଲ୍ଲାର ୪୮ଟି ଘରୋଇ ହସ୍ପିଟାଲ ଏହି ଯୋଜନାରେ ସାମିଲ ହେବେ । ବର୍ତ୍ତମାନ ସୁଦ୍ଧା ୩୬ଟି ଘରୋଇ ହସ୍ପିଟାଲ ସହ ଚୁକ୍ତି ସ୍ବାକ୍ଷର ହୋଇଛି । ଏହି ଯୋଜନାରେ ମହିଳାଙ୍କୁ ୧୦ଲକ୍ଷ ଓ ପୁରୁଷଙ୍କୁ ୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ସ୍ବାସ୍ଥ୍ୟସେବା ମିଳିବ । ଆସନ୍ତା ୨୭ ତାରିଖରେ ସ୍ମାର୍ଟ କାର୍ଡ ବଣ୍ଟନ କରାଯିବା ନେଇ ସୂଚନା ଦେଇଛନ୍ତି ବିଏମସି ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ ।
BREAKING NEWS
- ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ
- ବିମାନ ବାତିଲ ପାଇଁ ହଟହଟା ନବବିବାହିତ; ଭିସିରେ ଯୋଗଦେଲେ…
- ଜାତୀୟ ମୁଦ୍ରାରେ ନେଣଦେଣ କରିବା ଆଡ଼କୁ ଯାଉଛି ଭାରତ-ରୁଷ
- Suspended: ଥାନା ଅଧିକାରୀ ନିଲମ୍ବିତ, ନିକଟରେ ଇନ୍ସପେକ୍ଟରରୁ ଡିଏସପିକୁ ହୋଇଥିଲା ପଦୋନ୍ନତି
- ଶିଶୁକନ୍ୟାକୁ ମାରି ମାଆ ଫେରାର !
- ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବନ୍ଧବାହାଲ ସେକ୍ସନ ଫରେଷ୍ଟର
- Barrage: ବୈତରଣୀ ନଦୀରେ ନିର୍ମାଣ ହେବ ବ୍ୟାରେଜ୍: ମୁଖ୍ୟମନ୍ତ୍ରୀ
- ବିଶ୍ଵବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଖାଲି ପଡିଛି ପଦବୀ: ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଉତ୍ତର
- ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର; ନନ୍ଦନକାନନକୁ ସୁରଟରୁ ଆସିଲେ ନୂଆ ଅତିଥି
- ‘୨୦୨୬ରେ ମୁଖ୍ୟମନ୍ତ୍ରୀ ହୋଇପାରିବେ ନାହିଁ ମମତା ବାନାର୍ଜୀ’
Comments are closed.