ବଲାଙ୍ଗୀର : ବହୁ ଚର୍ଚ୍ଚିତ ସନସାଇନ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଏବଂ ତାର ସହଯୋଗୀ ରାଧେ ଚଣ୍ଡୀ କୁ ଆଜି ଭିଡିଓ କନଫରେନ୍ସ ମାଧ୍ୟମରେ ବଙ୍ଗୋମୁଣ୍ଡା ଜେଏମଏଫସି କୋର୍ଟରେ ହଜାର କରାଯାଇଛି । ସୁରକ୍ଷା ବ୍ୟବସ୍ଥା ଦୃଷ୍ଟି ଯୋଗୁ ଭିଡିଓ କନଫରେନ୍ସ ମାଧ୍ୟମରେ କୋର୍ଟରେ ହାଜର କରାଯାଇଥିବା କହିଛନ୍ତି ସରକାରୀ ଓକିଲ ବାସୁଦେବ ରାୟ । ନଭେମ୍ବର ୨୭ ରେ ପୁଣି ଦୁଇ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯିବ । ଗୋବିନ୍ଦ ସାହୁ ମମିତାକୁ ହତ୍ୟା କରିଥିବା ପୋଲିସ ଆଗରେ ସ୍ୱୀକାର କରିଥିବା ବେଳେ ସହଯୋଗୀ ଗାତ ଖୋଲିଥିବା ଅଭିଯୋଗରେ ଗିରଫ ହୋଇଛନ୍ତି । ଗିରଫ ଦୁଇ ଜଣ ବର୍ତ୍ତମାନ କଣ୍ଟାବାଞ୍ଜି ଉପ କାରଗାରରେ ରଖାଯାଇଛି । ଗୋବିନ୍ଦ ସାହୁ ତାଙ୍କ ଓକିଲ ପରିବର୍ତ୍ତନ କରିଥିବା ଖବର ସାମ୍ନାକୁ ଆସିଛି ।
BREAKING NEWS
- ଦିଲ୍ଲୀ ଦଙ୍ଗା ସମ୍ବନ୍ଧୀୟ UAPA ମାମଲା, ଉମର ଓ ସର୍ଜିଲଙ୍କୁ ମିଳିଲାନି ବେଲ୍
- ACF ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା; ରୋଷେୟାକୁ ଗିରଫ କଲା ପୋଲିସ
- Fly Dubai Hijack Scare: ଜରୁରୀ ଅବତରଣ, ସେନାର ତଦନ୍ତ
- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ସହକାରୀ ନିର୍ଦ୍ଦେଶକଙ୍କ ରହିଛି ୪ କୋଠା, ୩୦ ପ୍ଲଟ…
- କିଚକେଶ୍ୱରୀ ମନ୍ଦିରର ଉନ୍ନତିକରଣ; କେନ୍ଦ୍ର ପକ୍ଷରୁ ୪୪.୯୧ କୋଟି ମଞ୍ଜୁର…
- ACF Soumya Ranjan death case:ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା:ପତ୍ନୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ
- ହୁତୁହୁତୁ ହୋଇ ଜଳିଲା ବାଇକ୍ ଶୋ’ରୁମ୍
- SIR Declaration: ବିବାଦ ପରେ ନିର୍ବାଚନ କମିଶନଙ୍କ ବଡ ନିଷ୍ପତ୍ତି, ଫର୍ମ-୬ ସହ ଆଉ ଦେବାକୁ ପଡ଼ିବନି ଅତିରିକ୍ତ ଘୋଷଣା
- INDIA bloc Meet: ଦିଲ୍ଲୀରେ ବିରୋଧୀଙ୍କ ବଡ ବୈଠକ! SIR ବିବାଦ, CECଙ୍କ ଇସ୍ତଫା ନେଇ ତାତିଲା ରାଜନୀତି, ସରକାରଙ୍କୁ ଘେରିବାକୁ ବଡ ରଣନୀତି?
- ଗହୀରମଥାରୁ ୧୯ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

Comments are closed.