ଚୀନ୍ : ବିଶ୍ୱର ସବୁଠାରୁ ଧନୀ ଦେଶ ହେଲା ଚୀନ । ଶକ୍ତିଶାଳୀ ରାଷ୍ଟ୍ରଭାବେ ପରିଚିତ ଆମେରିକା ବର୍ତ୍ତମାନ ସବୁ କ୍ଷେତ୍ରରେ ପଛରେ ପଡିବାରେ ଲାଗିଛି ।ଏଥର ଆମେରିକାକୁ ପଛରେ ପକାଇ ଦୁନିଆର ସବୁଠାର ଧନୀ ଦେଶର ଆଖ୍ୟା ଅର୍ଜନ କରିଛି ଚୀନ୍ ।ବିଗତ ୨୦ ବର୍ଷ ଭିତରେ ଚୀନର ଧନ ସମ୍ପତି ପ୍ରାୟ ୩ ଗୁଣା ବୁଦ୍ଧି ପାଇଛି । ଅନ୍ୟରାଷ୍ଟ୍ର ତୁଳନାରେ ନିଜର ସମ୍ପତ୍ତିରୁ ସବୁଠାରୁ ଅଧିକ ବଢାଇବାରେ ଚୀନ ସଫଳ । ଏକ ରିପୋର୍ଟରୁ ଜଣାଡିଛି ଯେ ଚାଇନାର ସମ୍ପତିର ଏକ ବଡ ଅଂଶ ଏବଂ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଆମେରିକା ଅଳ୍ପ କିଛି ଧନୀ ଲୋକଙ୍କ ମଧ୍ୟରେ ସୀମିତ । ମ୍ୟାନେଜମେଣ୍ଟ ଆଣ୍ଡ କମ୍ପାନୀର ରିସର୍ଚ୍ଚ ରିପୋର୍ଟ ଅନୁଯାୟୀ ଚାଇନା ଏବେ ଦୁନିଆର ସବୁଠାରୁ ଧନୀ ଦେଶର ମାନ୍ୟତା ପାଇଛି ।
BREAKING NEWS
- ବିଶ୍ୱ ବ୍ୟାଙ୍କ ଠାରୁ ଋଣ କରିବାକୁ ଚାହୁଁଛନ୍ତି କି ରାଜ୍ୟ ସରକାର: ବିଜେଡି
- ୨୧ ଫେରିବାଲାଙ୍କୁ ବାନ୍ଧିଲା ପୋଲିସ; ୧୦୬୬ ମୋବାଇଲ ସହ ଅଳଙ୍କାର,ବାଇକ୍ ଜବତ
- ୩ ବରିଷ୍ଠ ଆଇଏଏସଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର
- ଅଷ୍ଟ୍ରେଲିଆନ ଓପନ ଟେନିସ: ର୍ୟାବକିନା ଜିତିଲେ ମହିଳା ସିଙ୍ଗଲ୍ସ ଟାଇଟଲ
- ଇରାନରେ ଜୋରଦାର ବିସ୍ଫୋରଣ; ପୋର୍ଟ ଓ ଆବାସିକ କୋଠା କ୍ଷତିଗ୍ରସ୍ତ…
- ୧୦ ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁର; ନିର୍ମାଣ ହେବ ପ୍ରତିରକ୍ଷା ଏବଂ ଏରୋସ୍ପେସ ସାମଗ୍ରୀ
- ମୋଦିଙ୍କ ଗସ୍ତ ପୂର୍ବରୁ ବୋମା ଧମକ, ଆଲର୍ଟରେ ପ୍ରଶାସନ…
- ଆଇଏଫଏସ ଅଧିକାରୀ କେ.ମୁରୁଗେସାନ୍ ହେଲେ ନୂଆ ପିସିସିଏଫ
- Puri Drowning: ଚକ୍ରତୀର୍ଥ ରୋଡ୍ ସମୁଦ୍ରରେ ବୁଡ଼ି ମାଆ,ପୁଅଙ୍କ ମୃତ୍ୟୁ; ଉଭୟ ଝାଡ଼ଖଣ୍ଡର…
- ହାତୀ ମୃତ୍ୟୁ ମାମଲା; ଏସିଏଫ ସୂର୍ଯ୍ୟକାନ୍ତ ବେହେରା ନିଲମ୍ବିତ
Comments are closed.